Posted inଜାତୀୟ

କୁସ୍ତିଯୋଦ୍ଧାଙ୍କୁ ସମର୍ଥନ କରିବା ପାଇଁ ଯନ୍ତରମନ୍ତରରେ ପହଞ୍ଚିଲେ ଚାଷୀ, ଭାଙ୍ଗିଲେ ବ୍ୟାରିକେଡ୍‌

ନୂଆଦିଲ୍ଲୀ,୮।୫: ଦେଶର କୁସ୍ତିଯୋଦ୍ଧାମାନେ ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆଣି ଆନ୍ଦୋଳନ ଜାରି ରଖିଛନ୍ତି। ଏହି ସମୟରେ କୁସ୍ତିଯୋଦ୍ଧାଙ୍କୁ ସମର୍ଥନରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ଚାଷୀ ସୋମବାର ଦିଲ୍ଲୀର ଯନ୍ତରମନ୍ତରରେ ପହଞ୍ଚିଛନ୍ତି। ଏହି ସମୟରେ ଚାଷୀମାନେ ପୋଲିସ ଦ୍ୱାରା ଲାଗଯାଇଥିବା ମଧ୍ୟ ବ୍ୟାରିକେଡ୍‌ ଭାଙ୍ଗିଦେଇଛନ୍ତି। ଏହାର କେତେକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ କୃଷକମାନେ ବ୍ୟାରିକେଡ ଅତିକ୍ରମ କରିବା ସହ ବ୍ୟାରିକେଡ ଭାଙ୍ଗୁଥିବାର ଦେଖାଯାଉଛି।
ନୂଆଦିଲ୍ଲୀ ଡେପୁଟି କମିଶନରଙ୍କ କାର୍ଯ୍ୟାଳୟରୁ ଟୁଇଟ କରି କୁହାଯାଇଛି, କୃଷକମାନଙ୍କର ଏକ ଦଳ ଯନ୍ତରମନ୍ତରରେ ପହଞ୍ଚିଛନ୍ତି। ସେମାନେ ଧାରଣାସ୍ଥଳରେ ପହଞ୍ଚିବାକୁ ତତ୍ପର ଥିଲେ, ସେମାନଙ୍କ ମଧ୍ୟରୁ କେତେକ ବ୍ୟାରିକେଡ ଉପରକୁ ଚଢିଯାଇଥିଲେ। ଯେଉଁ କାରଣରୁ ବ୍ୟାରିକେଡ୍‌ ଭାଙ୍ଗିଯାଇଥିଲା। ଏଥି ସହିତ ଦିଲ୍ଲୀ ପୋଲିସ ଟୁଇଟ କରି ଲୋକଙ୍କୁ ମିଥ୍ୟା ଖବରରେ ବିଶ୍ୱାସ ନ କରିବାକୁ କହିଛି। ବିକ୍ଷୋଭକାରୀଙ୍କୁ ଯନ୍ତରମନ୍ତରରେ ସୁବିଧା ଦିଆଯାଉଛି। ସୁରକ୍ଷା ନିଶ୍ଚିତ କରିବାକୁ ଡିଏଫଏମ୍‌ଡି ମାଧ୍ୟମରେ ଏଣ୍ଟ୍ରି ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?