ମଣ୍ଡି ଖୋଲିବା ଦାବିରେ ରାସ୍ତାରେ ଗଛ ପକାଇ ଅବରୋଧ କଲେ ଚାଷୀ

କର୍ଲାମୁଣ୍ଡା,୧୨ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ  ଧାନମଣ୍ଡି ଖୋଲାଯିବା ଦାବିରେ ଗଜବାହଲ ଛକଠାରେ ଚାଲିଥିବା ରାସ୍ତାରୋକୋ ଶନିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ତେବେ ବର୍ତ୍ତମାନ ସୁଦ୍ଧା ପ୍ରଶାସନ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ବୁଝାମଣା ହୋଇପାରି ନ ଥିବାରୁ ଉକ୍ତ ରାସ୍ତା ଦେଇ ତୁସୁରା ବଲାଙ୍ଗୀର, ମ.ରାମପୁର,କର୍ଲାମୁଣ୍ଡା ରାସ୍ତାରେ ଗଛ ପକାଇ ଅବରୋଧ କରାଯାଇଥିବାରୁ ଯାତାୟାତ ଠପ୍‌ ହୋଇଯାଇଛି। ଫଳରେ ଜନସାଧାରଣ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଜି ଧାରଣାସ୍ଥଳରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ,ଜିଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସରପଞ୍ଚ ଅରବିନ୍ଦ ଗହୀର,ପୂର୍ବତନ ବ୍ଲକ ଅଧ୍ୟକ୍ଷ ପବିତ୍ର ଭୋଇ, ପୂର୍ବତନ ସରପଞ୍ଚ ଭୀମସେନ ସାହୁ, ପୂର୍ବତନ ସମିତିସଭ୍ୟ ବୀଣାପାଣି ସା, ନାଏବ ସରପଞ୍ଚ ଦେବକୀ ମହାନନ୍ଦ, ଓ୍ବାର୍ଡମେମ୍ବର ସନ୍ତୋଷ ଦାଶ, ଅବନ୍ତି ମାଝି, ଚାଷୀ ନୃପମଣି ଗହୀର,ମକୁନ୍ଦ ମାଝି ପ୍ରଫୁଲ୍ଲ କୁମାର ସାହୁ, ବୈକୁଣ୍ଠ ବିହାରୀ ପଧାନ, ଦାମୋଦର ପଧାନ, ଅଶ୍ୱିନୀ ବେହେରା, ସୁବଳ ପଧାନ, ରଶ୍ମୀରଞ୍ଜନ ମିଶ୍ର,ଅଖିଳ ମିଶ୍ର,ଉତ୍ତମ ଭୋଇ,ପୂର୍ଣ୍ଣ ମାଝିଙ୍କ ସମେତ ସ୍ବୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତାମାନେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri