ମଣ୍ଡି ଖୋଲିବା ଦାବିରେ ରାସ୍ତାରେ ଗଛ ପକାଇ ଅବରୋଧ କଲେ ଚାଷୀ

କର୍ଲାମୁଣ୍ଡା,୧୨ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ  ଧାନମଣ୍ଡି ଖୋଲାଯିବା ଦାବିରେ ଗଜବାହଲ ଛକଠାରେ ଚାଲିଥିବା ରାସ୍ତାରୋକୋ ଶନିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ତେବେ ବର୍ତ୍ତମାନ ସୁଦ୍ଧା ପ୍ରଶାସନ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ବୁଝାମଣା ହୋଇପାରି ନ ଥିବାରୁ ଉକ୍ତ ରାସ୍ତା ଦେଇ ତୁସୁରା ବଲାଙ୍ଗୀର, ମ.ରାମପୁର,କର୍ଲାମୁଣ୍ଡା ରାସ୍ତାରେ ଗଛ ପକାଇ ଅବରୋଧ କରାଯାଇଥିବାରୁ ଯାତାୟାତ ଠପ୍‌ ହୋଇଯାଇଛି। ଫଳରେ ଜନସାଧାରଣ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଜି ଧାରଣାସ୍ଥଳରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ,ଜିଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସରପଞ୍ଚ ଅରବିନ୍ଦ ଗହୀର,ପୂର୍ବତନ ବ୍ଲକ ଅଧ୍ୟକ୍ଷ ପବିତ୍ର ଭୋଇ, ପୂର୍ବତନ ସରପଞ୍ଚ ଭୀମସେନ ସାହୁ, ପୂର୍ବତନ ସମିତିସଭ୍ୟ ବୀଣାପାଣି ସା, ନାଏବ ସରପଞ୍ଚ ଦେବକୀ ମହାନନ୍ଦ, ଓ୍ବାର୍ଡମେମ୍ବର ସନ୍ତୋଷ ଦାଶ, ଅବନ୍ତି ମାଝି, ଚାଷୀ ନୃପମଣି ଗହୀର,ମକୁନ୍ଦ ମାଝି ପ୍ରଫୁଲ୍ଲ କୁମାର ସାହୁ, ବୈକୁଣ୍ଠ ବିହାରୀ ପଧାନ, ଦାମୋଦର ପଧାନ, ଅଶ୍ୱିନୀ ବେହେରା, ସୁବଳ ପଧାନ, ରଶ୍ମୀରଞ୍ଜନ ମିଶ୍ର,ଅଖିଳ ମିଶ୍ର,ଉତ୍ତମ ଭୋଇ,ପୂର୍ଣ୍ଣ ମାଝିଙ୍କ ସମେତ ସ୍ବୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତାମାନେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ନାଳରେ ବୁଡ଼ି ଶିଶୁପୁତ୍ରର ଜୀବନ ଗଲା

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଶୁଆକାଟି ମୁଣ୍ତାସାହିର ଲିଟୁ ମୁଣ୍ତାଙ୍କ ଏକମାତ୍ର ପୁଅ ବାଦଲ(୪)ର ନାଳରେ ବୁଡ଼ି ମୃତ୍ୟୁ ହୋଇଛି। ଶନିବାର...

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି।...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri