ଗର୍ଜିଲେ ଚାଷୀ: ଅଧେ ଚାଷୀଙ୍କୁ ଉଠାଇନେଲା ପୋଲିସ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ବିଭିନ୍ନ ଗ୍ରାମର ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ଗଦା କରି ଧାରଣାରେ ବସିଛନ୍ତି। ତେବେ ସୋମବାର ସନ୍ଧ୍ୟା ପ୍ରାୟ ସାଢ଼େ ୬ଟାରୁ ୭ଟା ମଧ୍ୟରେ ବରଗଡ଼ ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ଧାରଣାସ୍ଥଳକୁ ପହଞ୍ଚିଥିଲେ। ସେଠାରେ ଗଦା ହୋଇଥିବା ଧାନକୁ ଖୋଦ୍‌ ପୋଲିସ କର୍ମଚାରୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ବାହାରକୁ ଉଠାଇ ଆଣିଥିଲେ। ଏହା ସହିତ କିଛି ଶ୍ରମିକ ମଧ୍ୟ ନିୟୋଜିତ ଥିଲେ। ସେହିପରି ଧାରଣାରେ ବସିଥିବା ତାଲମେଣ୍ଡା ଗ୍ରାମର ଚାଷୀ ବିଜୁ ସାହୁ, ଯାଦବ ସାହୁ, ବିକାଶ ଭୋଇ, ଅକ୍ଷୟ ସାହୁ, ପ୍ରକାଶ ସାହୁଙ୍କ ସମେତ କେତେକ ଚାଷୀଙ୍କୁ ପୋଲିସ ଉଠାଇ ନେଇ ସେମାନଙ୍କୁ ଚକରକେନ୍ଦସ୍ଥିତ ରିଜର୍ଭ ପୋଲିସରେ ଅଟକ ରଖିଥିବା ସୂଚନା ମିଳିଛି। ଅନ୍ୟପଟେ ବାକି ଚାଷୀମାନେ ଧାରଣା ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କ କଙ୍କାଳକୁ ନେଇ ବ୍ୟାଙ୍କ ଆସିଥିବା ଜିତୁଙ୍କ ଆକାଉଣ୍ଟକୁ ଆସିଲା ୧୦ଲକ୍ଷ! ସାହାଯ୍ୟ କଲେ ଫିଜିକ୍ସ ଓ୍ବାଲାର…

ନୂଆଦିଲ୍ଲୀ,୩୦।୪: ମୃତ ଭଉଣୀଙ୍କ ସଞ୍ଚୟ ଟଙ୍କା ଉଠାଇବା ପାଇଁ ଶ୍ମଶାନରୁ ମୃତଦେହ ବାହାର କରିବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ବର୍ତ୍ତମାନ…

ଆମେରିକା ଭାରତକୁ ଫେରାଇଲା ୬୫୭ ଅମୂଲ୍ୟ ବସ୍ତୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୪: ଯୁକ୍ତରାଷ୍ଟ୍ର ଆମେରିକା ପ୍ରାୟ ୧୪ ନିୟୁତ ଡଲାର ମୂଲ୍ୟର ୬୫୭ଟି ପ୍ରାଚୀନ ସାମଗ୍ରୀ ଭାରତକୁ ଫେରାଇ ଦେଇଛି, ଏହା କହି ଯେ ଚୋରି ହୋଇଥିବା କଳାକୃତିକୁ…

୧୦ ଘଣ୍ଟା ହେଲା ୮ ପଞ୍ଚାୟତରେ ନାହିଁ ବିଜୁଳି, ଗରମ ଗୁଳୁଗୁଳିରେ ସିଝିଲେ ଉପଭୋକ୍ତା

ଦାରିଙ୍ଗବାଡ଼ି,୩୦ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରରେ ୧୦ ଘଣ୍ଟା ହେଲା ୮ ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ଠପ୍‌ ହୋଇଯାଇଛି। କୌଣସି ବର୍ଷା…

‘ଆମେରିକାର ବିଫଳତା ସହ ହର୍ମୁଜରେ ଏକ ନୂତନ ଅଧ୍ୟାୟ…,’ ଟ୍ରମ୍ପଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କଲେ ଇରାନର ସର୍ବୋଚ୍ଚ ନେତା

ତେହରାନ,୩୦।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଗୁରୁବାର ଏକ ଲିଖିତ ବିବୃତ୍ତିରେ ଆମେରିକା ଉପରେ ଏକ କଠୋର ଆକ୍ରମଣ ଜାରି କରିଛନ୍ତି। ଇରାନର ସରକାରୀ ଟେଲିଭିଜନରେ…

ଅବସର ଦିନ ହିଁ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ସମସ୍ତ ପ୍ରାପ୍ୟ, ବିଇଓଙ୍କ ପକ୍ଷକ୍ଷେପକୁ ପ୍ରଶଂସା

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ଅବସର ଦିନ ହିଁ ଶିକ୍ଷକ ହେଉ କି କର୍ମଚାରୀ ସମସ୍ତଙ୍କୁ ବକେୟା…

‘ମୋ ସମ୍ପର୍କରେ ସୋନିଆ ଗାନ୍ଧୀ ହିଁ ନିଷ୍ପତ୍ତି ନିଅନ୍ତି’, କାହିଁକି ଏମିତି କହିଲେ ଖାର୍ଗେ? ଜାଣନ୍ତୁ କେଉଁଠି କହିଲେ

ନୂଆଦିଲ୍ଲୀ,୩୦।୪: କର୍ନାଟକ ରାଜନୀତିରେ ନେତୃତ୍ୱ ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ମଧ୍ୟରେ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି…

କିଏ ମାରିବ ବାଜି? ଆସିଲା ପଶ୍ଚିମବଙ୍ଗ ନିର୍ବାଚନର ଫାଇନାଲ ଏକଜିଟ ପୋଲ! ଟିଏମ୍‌ସି-ଭାଜପାର ଛାତି ଧଡ଼ଧଡ଼

କୋଲକାତା,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମୋଟ ୨୯୪ ଆସନ ପାଇଁ ଭୋଟ ଦୁଇଟି ପର୍ଯ୍ୟାୟରେ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୨୩ରେ ୧୫୨ ଆସନ ପାଇଁ ଏବଂ…

ଆମେରିକାର ବଡ଼ ଦାବି, ଅଟକାଇଛି ୪୨ ଜାହାଜ, ଏହା ପରେ ବି କାହିଁକି ହାର ମାନୁ ନାହିଁ ତେହରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ,୩୦।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛି। ଆମେରିକୀୟ ସେନା ଅନୁଯାୟୀ, ଇରାନ ବିରୁଦ୍ଧରେ ଚାଲିଥିବା ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri