ଗଞ୍ଜାମର ଗୌରବ ଚାଷୀପୁଅ: ଜାତୀୟ ସ୍ତରରେ ଟପ୍ପର , ପ୍ରଧାନମନ୍ତ୍ରୀ କଲେ ପୁରସ୍କୃତ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିର ଚାଷୀ ସୁଦର୍ଶନ ପ୍ରଧାନଙ୍କ ପୁଅ ଜିତେନ୍ଦ୍ର ପ୍ରଧାନ ଭୁବନେଶ୍ୱରସ୍ଥିତ ଜାତୀୟ କୌଶଳ ତାଲିମ କେନ୍ଦ୍ର(ଏନ୍‌ଏସଟିଆଇ)ର ଇଲେକ୍ଟ୍ରିସିଆନ ଛାତ୍ର ସିଟିଆଇଏସ ପକ୍ଷରୁ ଗତ ଅଗଷ୍ଟରେ ଅନୁଷ୍ଠିତ ଅଲ ଇଣ୍ଡିଆ ଟ୍ରେଡ ଟେଷ୍ଟ(ଏଆଇଟିଟି) ଇଞ୍ଜିନିୟରିଂ ଟ୍ରେଡ କାଟୋଗୋରି ପରୀକ୍ଷାରେ ପୂର୍ବାଞ୍ଚଳ ଜୋନ୍‌ରେ ଟପ୍ପର ହୋଇ ଜାତୀୟ ସ୍ତରରେ ପ୍ରଥମସ୍ଥାନ ହାସଲ କକରିଛନ୍ତି।
ଶନିବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ କେନ୍ଦ୍ର ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସତନ୍ତ୍ର ଉତ୍ସବରେ ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ସୁନୀଲ କୁମାର ଗୁପ୍ତାଙ୍କ ଉପସ୍ଥିତିରେ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରସ୍କୃତ କରିଛନ୍ତିି। ଜିତେନ୍ଦ୍ର ଗତ ୨୦୦୨ରେ ହିଞ୍ଜିଳିକାଟୁସ୍ଥିତ ଶିଳ୍ପ ତାଲିମ କେନ୍ଦ୍ରରେ ପରୀକ୍ଷା ଦେଇ ପାସ କରିବା ପରେ ଭୁବନେଶ୍ୱରସ୍ଥିତ ଜାତୀୟ କୌଶଳ ବିକାଶ ତାଲିମ କେନ୍ଦ୍ରରେ ଉଚ୍ଚତର ଅଧ୍ୟୟନ କରିଥିଲେ। ସେ ଏହି ପୁରସ୍କାର ପାଇବା ପରେ ସମଗ୍ର ଓଡ଼ିଶା ତଥା ଗଞ୍ଜାମ ଜିଲାର ଗର୍ବ ବୋଲି ଫାସିଗୁଡ଼ା ପଞ୍ଚାୟତ ସରପଞ୍ଚ ଗୌରୀ ବିଷୋୟୀ ଏବଂ ସରପଞ୍ଚ ପ୍ରତିନିଧି ଶିବରାମ ପ୍ରଧାନ ତାଙ୍କ ପ୍ରତିକ୍ରିୟାରେ ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri