ରାସ୍ତା ଉପରେ ଚାଷୀଙ୍କୁ ଝୁଣି ପକାଇଲା ବାର୍‌ହା: ଭିଡିଓ ଭାଇରାଲ

ଭଞ୍ଜନଗର,୨୩।୪: ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ମୁଦୁଲିପଲ୍ଲୀ ଅଞ୍ଚଳରେ ଏକ ବାର୍‌ହା ଜନବସତି ଆଡକୁ ଚାଲିଆସିଥିଲା। ସେତିକିବେଳେ ଜମିକୁ କାମ କରିବାକୁ ଯାଇ ଘରକୁ ଫେରୁଥିଲେ ସୁବାସ ବିଷୋୟୀ। ସେ ବାର୍‌ହା ହାବୁଡ଼ରେ ପଡିଯାଇଥିଲେ। ବାର୍‌ହାଟି ସୁବାସଙ୍କୁ ରାସ୍ତା ଉପରେ ଝୁଣିି ପକାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ସୁବାସଙ୍କୁ ଉଦ୍ଧାର କରି ଭଞ୍ଜନଗର ହସ୍ପିଟାଲକୁ ଆଣିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଯାଇଛି। ଖବରପାଇ ରେଞ୍ଜର କୁମର ବେହେରା ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି। ଅନ୍ୟପକ୍ଷେ ବାର୍‌ହା ସୁବାସଙ୍କୁ ଆକ୍ରମଣ କରୁଥିବା ବେଳର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri