ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ବଲାଙ୍ଗୀର ଅଫିସ,୧୭।୮: କୃଷି ବୀମା କ୍ଷତିପୂରଣ ଦାବିରେ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୩ଟି ବ୍ଲକର ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି । ବଙ୍ଗୋମୁଣ୍ଡା, ମୁରିବାହାଲ ଓ ତୁରେକେଲାର ୬୭ ପଞ୍ଚାୟତର ଶତାଧିକ ଚାଷୀ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ସ୍ଥାନୀୟ ଯାଦବ ଭବନ ଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଶୋଭାଯାତ୍ରାରେ ଯାଇଥିଲେ। ସେଠାରେ କେନ୍ଦ୍ର ସରକାରଙ୍କ ଚାଷୀ ବିରୋଧୀ ନୀତିକୁ ବିଧାୟକ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri