ଚାଷୀ ପଞ୍ଜୀକରଣ ନୂଆନୀତିକୁ ବିରୋଧ, ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଗାମୀ ଖରିଫ୍‌ ଧାନ ସଂଗ୍ରହ ପାଇଁ ସରକାରଙ୍କ ଚାଷୀ ପଞ୍ଜୀକରଣ ବ୍ୟବସ୍ଥାକୁ ନେଇ ଅସନ୍ତୋଷ ଲାଗି ରହିଛି। ଏହି ବ୍ୟବସ୍ଥାରେ ପଞ୍ଜୀକରଣ କରି ନ ପାରି ପ୍ରାୟ ୯୦ ଭାଗ ଚାଷୀ ମଣ୍ଡିରେ ଧାନ ବିକ୍ରି କରିବାରୁ ବଞ୍ଚିତ ହେବେ ବୋଲି ଅଭିଯୋଗ ହୋଇଛି। ଏପରି ଏକ ପଞ୍ଜୀକରଣ ବ୍ୟବସ୍ଥାକୁ ସରକାର ଶୀଘ୍ର ପ୍ରତ୍ୟାହାର କରନ୍ତୁ ଏବଂ ପଞ୍ଜୀକରଣ ବ୍ୟବସ୍ଥାକୁ ସରଳୀକରଣ କରାଯାଉ ବୋଲି ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବାରପାହାଡ଼ କୃଷକ ସଂଗଠନ, ଲଖନପୁର ଦାବି କରିଛି। ଏହି ଦାବି ନେଇ ଶୁକ୍ରବାର ଉକ୍ତ ଚାଷୀ ସଂଗଠନ ପକ୍ଷରୁ ଅମ୍ବାଭୋନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବା ସହିତ ରାସ୍ତା ଅବରୋଧ କରାଯାଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri