ଚାଷୀ ପଞ୍ଜୀକରଣ ନୂଆନୀତିକୁ ବିରୋଧ, ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଗାମୀ ଖରିଫ୍‌ ଧାନ ସଂଗ୍ରହ ପାଇଁ ସରକାରଙ୍କ ଚାଷୀ ପଞ୍ଜୀକରଣ ବ୍ୟବସ୍ଥାକୁ ନେଇ ଅସନ୍ତୋଷ ଲାଗି ରହିଛି। ଏହି ବ୍ୟବସ୍ଥାରେ ପଞ୍ଜୀକରଣ କରି ନ ପାରି ପ୍ରାୟ ୯୦ ଭାଗ ଚାଷୀ ମଣ୍ଡିରେ ଧାନ ବିକ୍ରି କରିବାରୁ ବଞ୍ଚିତ ହେବେ ବୋଲି ଅଭିଯୋଗ ହୋଇଛି। ଏପରି ଏକ ପଞ୍ଜୀକରଣ ବ୍ୟବସ୍ଥାକୁ ସରକାର ଶୀଘ୍ର ପ୍ରତ୍ୟାହାର କରନ୍ତୁ ଏବଂ ପଞ୍ଜୀକରଣ ବ୍ୟବସ୍ଥାକୁ ସରଳୀକରଣ କରାଯାଉ ବୋଲି ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବାରପାହାଡ଼ କୃଷକ ସଂଗଠନ, ଲଖନପୁର ଦାବି କରିଛି। ଏହି ଦାବି ନେଇ ଶୁକ୍ରବାର ଉକ୍ତ ଚାଷୀ ସଂଗଠନ ପକ୍ଷରୁ ଅମ୍ବାଭୋନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବା ସହିତ ରାସ୍ତା ଅବରୋଧ କରାଯାଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri