Posted inଜାତୀୟ

ସରକାରଙ୍କ ୧୮ ମାସ ସ୍ଥଗିତ ରଖିବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ କୃଷକ ସଂଘ

ନୂଆଦିଲ୍ଲୀ,୨୧।୧: ୩ ନୂଆ ଚାଷୀ ଆଇନର କାର୍ଯ୍ୟକାରିତାକୁ ୧୮ ମାସ ପାଇଁ ସ୍ଥଗିତ ରଖିବାକୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଗୁରୁବାର ପ୍ରତ୍ୟାଖ୍ୟାନ କରିଛନ୍ତି ଆନ୍ଦୋଳନରତ କୃଷକ ସଂଘ। ଆଇନର ପ୍ରତ୍ୟାହାର ଦାବିରେ କୃଷକାମାନେ ଅଢ଼ି ବସିଛନ୍ତି। ନୂଆ ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ସରକାରଙ୍କ କୌଣସି ପ୍ରସ୍ତାବକୁ ଗ୍ରହଣ କରାଯିବ ନାହିଁ। ଶୁକ୍ରବାର ହେବାକୁ ଥିବା ବୈଠକରେ ଆମର ଦାବି ଦୋହରାଇବୁ। ଆମେ ଆଇନର ପ୍ରତ୍ୟାହାର ଓ ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି ଚାହୁଁ ବୋଲି କୃଷକ ନେତା ଜୋଗିନ୍ଦର ଏସ୍‌ ଉଗ୍ରହାନ କହିଛନ୍ତି।

କୃଷକଙ୍କ ସହ ୧୦ମ ରାଉଣ୍ଡ ଆଲୋଚନାବେଳେ ସରକାର ଦେଇଥିଲେ ଏହି ପ୍ରସ୍ତାବ। ଆନ୍ଦୋଳନରତ କୃଷକଙ୍କ ସମସ୍ତ ଦାବି ଓ ନୂଆ ଆଇନକୁ ରିଭ୍ୟୁ କରିବା ଲାଗି ଏକ ସ୍ବତନ୍ତ୍ର ମିଳିତ କମିଟି ଗଠନ କରିବାକୁ ପ୍ରସ୍ତୁତ ଥିବା ସରକାର କହିଥିଲେ। ଏହି କମିଟିର ରିଭ୍ୟୁ ଶେଷ ନ ହେବା ପର୍ଯ୍ୟନ୍ତ ୩ ଚାଷୀ ଆଇନକୁ ୧୮ ମାସ ଲାଗି ସ୍ଥଗିତ ରଖିବାକୁ ସରକାର ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?