Posted inଜାତୀୟ

ୟୁପି, ଉତ୍ତରାଖଣ୍ଡ ନିର୍ବାଚନରେ ପ୍ରଚାର କରିବେ ଚାଷୀ

ଲକ୍ଷ୍ନୌ,୬।୯: କୃଷି ଆଇନ ବିରୋଧରେ ପ୍ରାୟ ବର୍ଷେ ଧରି ଆନ୍ଦୋଳନରତ କୃଷକ ସଙ୍ଗଠନଗୁଡ଼ିକ ରବିବାର ଏହାର ପ୍ରତ୍ୟାହାର ଦାବି ଦୋହରାଇଛନ୍ତି। ଉତ୍ତରପ୍ରଦେଶର ମୁଜାଫରନଗରରେ ୧୫ ରାଜ୍ୟର ପ୍ରାୟ ୩୦୦ କୃଷକ ସଙ୍ଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ବ୍ୟାନରରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଏଥିସହ ନିଜ ଦାବି ପୂରଣ ଲାଗି କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା ପାଇଁ ସର୍ବସମ୍ମତି କ୍ରମେ ଆସନ୍ତା ୨୭ ତାରିଖରେ ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଆସନ୍ତା ବର୍ଷ ଫେବୃୟାରୀ-ମାର୍ଚ୍ଚରେ ୟୁପି ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଶାସକ ଭାଜପା ବିରୋଧରେ ପ୍ରଚାର କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌କୁ ନେଇ କଡା ହେଲେ କେନ୍ଦ୍ର ସରକାର: ସିଲ୍‌ ହେବ ରାଜ୍ୟ, ଜିଲାର ସୀମା

ନୂଆଦିଲ୍ଲୀ,୨୯।୩: କରୋନା ଭାଇରସକୁ ନେଇ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ରାଜଧାନୀ ଦିଲ୍ଲୀ ଓ ଉତ୍ତରପ୍ରଦେଶ ସୀମାରେ ଏହାକୁ ଖୋଲାଖୋଲି ଭାବେ...

ଯୁକ୍ତିଯୁକ୍ତ ଉପସଂହାର: ଜଷ୍ଟିସ ଯାଦବ

ନୂଆଦିଲ୍ଲୀ, ୧।୧୦:ବାବ୍ରି ମସ୍‌ଜିଦ୍‌ ଭଙ୍ଗ ମାମଲାର ରାୟ ପ୍ରକାଶ ପାଇବା ପରେ ଚର୍ଚ୍ଚାର ପରିଧିକୁ ଆସିଛନ୍ତି ସ୍ବତନ୍ତ୍ର ସିବିଆଇ ଜଜ୍‌ ସୁରେନ୍ଦ୍ର କୁମାର ଯାଦବ। ଜଷ୍ଟିସ୍‌...

ମହାରାଷ୍ଟ୍ରରେ ଗଡ଼ିବ ବୁଲେଟ୍‌ ଟ୍ରେନ୍‌

ମୁମ୍ବାଇ,୧୪ା୭: ମୁମ୍ବାଇ-ଅହମ୍ମଦାବାଦ ବୁଲେଟ ଟ୍ରେନ୍‌ ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ମହାରାଷ୍ଟ୍ର ସରକାର ସମସ୍ତ ଅନୁମୋଦନ ଦେଇଛନ୍ତି। ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ଏହି ସୂଚନା...

ପାଇଲଟଙ୍କ ଉପରେ ବର୍ଷିଲେ ଗେହଲଟ

ନୂଆଦିଲ୍ଲୀ,୨୦।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣିଥରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ଗେହଲଟ କହିଛନ୍ତି ପାଇଟଲ କଂଗ୍ରେସ ପିଠିରେ ଛୁରି...

ନେତାଜୀଙ୍କ ସମ୍ପର୍କରେ ପ୍ରଚାରିତ ହୋଇଛି ମିଥ୍ୟା କାହାଣୀ…

ନୂଆଦିଲ୍ଲୀ, ୨୧।୮ : ନେତାଜୀ ସୁଭାଷ ବୋଷଙ୍କ ନାତି ତଥା ବିଶିଷ୍ଟ ଐତିହାସିକ ସୁଗାତା ବୋଷ ଅଭିଯୋଗ କରିଛନ୍ତି ଯେ ନେତାଜୀଙ୍କ ଲୋକପ୍ରିୟତାର ସୁଯୋଗ ନେବାକୁ...

ହରିୟାଣା ବିଧାନସଭା ନିର୍ବାଚନ: ଭାଜପା ପ୍ରଭାରୀ ନିଯୁକ୍ତ ହେଲେ କେନ୍ଦ୍ରମନ୍ତ୍ରୀ ତୋମାର

ଚଣ୍ଡିଗଡ଼,୯।୮: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋର୍‌ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ...

ପେଟ୍ରୋଲ, ଡିଜେଲ ପରେ ଶସ୍ତା ହେବ ଖାଇବା ତେଲ

ନୂଆଦିଲ୍ଲୀ,୫।୧୧: ମହଙ୍ଗା ମାଡ଼ରୁ ଆଶ୍ୱସ୍ତି ଦେବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଉପର ମୁହାଁ ହୋଇ ରହିଥିବା ଖାଇବା ତେଲକୁ ନିୟନ୍ତ୍ରଣ କରିବାକୁ ସରକାର ଶୁକ୍ରବାର...

୨୦ରେ ଚନ୍ଦ୍ରକକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଅହମଦାବାଦ: ଭାରତର ଦ୍ୱିତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ-୨’ ଅଗଷ୍ଟ ୨୦ରେ ଚନ୍ଦ୍ର କକ୍ଷରେ ପହଞ୍ଚତ୍ବା ଆଶା କରାଯାଉଛି। ଏହା ସେପ୍ଟେମ୍ବର ୭ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ...

Advertisement
Archives

Model This Week