Posted inଜାତୀୟ

ୟୁପି, ଉତ୍ତରାଖଣ୍ଡ ନିର୍ବାଚନରେ ପ୍ରଚାର କରିବେ ଚାଷୀ

ଲକ୍ଷ୍ନୌ,୬।୯: କୃଷି ଆଇନ ବିରୋଧରେ ପ୍ରାୟ ବର୍ଷେ ଧରି ଆନ୍ଦୋଳନରତ କୃଷକ ସଙ୍ଗଠନଗୁଡ଼ିକ ରବିବାର ଏହାର ପ୍ରତ୍ୟାହାର ଦାବି ଦୋହରାଇଛନ୍ତି। ଉତ୍ତରପ୍ରଦେଶର ମୁଜାଫରନଗରରେ ୧୫ ରାଜ୍ୟର ପ୍ରାୟ ୩୦୦ କୃଷକ ସଙ୍ଗଠନ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ବ୍ୟାନରରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଏଥିସହ ନିଜ ଦାବି ପୂରଣ ଲାଗି କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା ପାଇଁ ସର୍ବସମ୍ମତି କ୍ରମେ ଆସନ୍ତା ୨୭ ତାରିଖରେ ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଆସନ୍ତା ବର୍ଷ ଫେବୃୟାରୀ-ମାର୍ଚ୍ଚରେ ୟୁପି ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଶାସକ ଭାଜପା ବିରୋଧରେ ପ୍ରଚାର କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର…

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri