Posted inଜାତୀୟ

ବଜେଟ ଦିନ ଚାଷୀଙ୍କ ସଂସଦ ଭବନ ପଦଯାତ୍ରା

ନୂଅ।ଦିଲ୍ଲୀ, ୨୬।୧ (ପି.ଟି.): ସାଧାରଣତନ୍ତ୍ର ଦିବସରେ ଅ।ନ୍ଦୋଳନରତ ହଜାର ହଜାର ଚାଷୀ ଦିଲ୍ଲୀରେ ଟ୍ରାର ରାଲି କରିବାକୁ ଯାଉଥତ୍ବାବେଳେ ଫେବୃୟାରୀ ୧ ବଜେଟ ଉପସ୍ଥାପନ ଦିନ ସେମାନେ ପାର୍ଲାମେଣ୍ଟ ଭବନ ଅଭିମୁଖେ ପଦଯାତ୍ରାରେ ବାହାରିବେ ବୋଲି ସୋମବାର ଘୋଷଣା କରିଛନ୍ତି। ୩ ନୂଅ। କୃଷି ଅ।ଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନଗୁଡ଼ିକ ଅଟଳ ରହିଛନ୍ତି ଦାବି ପୂରଣ ନ ହେବା ପଯର୍ୟନ୍ତ ଅାନ୍ଦୋଳନ ଜାରି ରହିବ ବୋଲି କ୍ରାନ୍ତିକାରୀ କିଷାନ ସଂଘର ନେତା ଦର୍ଶନ ପାଲ୍ କହିଛନ୍ତି ।
ଫେବୃୟାରୀ ୧ରେ ବିଭିନ୍ନ ଅଞ୍ଚଳରୁ ଚାଷୀଙ୍କ ପଦଯାତ୍ରା ସଂସଦ ଭବନ ଅଭିମୁଖେ ବାହାରିବ ମଙ୍ଗଳବାର ଟ୍ରାର ରାଲିରୁ କୃଷକମାନଙ୍କ ଶକ୍ତି ସମ୍ପର୍କରେ ସରକାର ଅବଗତ ହୋଇପାରିବେ। ଅ।ନ୍ଦୋଳନ କେବଳ ପଞ୍ଜାବ କିମ୍ବା ହରିୟାଣାରେ ସୀମିତ ନାହିଁ, ଏହା ସାରା ଦେଶକୁ ବ୍ୟାପିଥତ୍ବା ସରକାର ଜାଣିପାରିବେ। ତେବେ ସମସ୍ତ ଅ।ନ୍ଦୋଳନ ଓ ଶୋଭାଯାତ୍ରା ଶାନ୍ତିପୂର୍ଣ୍ଣ ହେବ ଯେଉଁ ଚାଷୀମାନେ ଟ୍ରାର ରାଲିକୁ ଅ।ସିବେ ସେମାନେ ଫେରି ନ ଯାଇ ଅ।ନ୍ଦୋଳନରେ ଯୋଗଦେବେ ବୋଲି କୃଷକ ନେତା ପାଲ୍ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ସାଧାରଣତନ୍ତ୍ର ଦିବସ ପରେଡ୍ ସହ କୃଷକଙ୍କ ଟ୍ରାର ରାଲି ପାଇଁ ଦିଲ୍ଲୀରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତେବେ ଟ୍ରାର ରାଲି କେନ୍ଦ୍ରୀୟ ଦିଲ୍ଲୀରେ ପ୍ରବେଶ କରିବ ନାହିଁ ଏବଂ ସାଧାରଣତନ୍ତ୍ର ଦିବସ ପରେଡ୍ ପରେ ଅ।ରମ୍ଭ ହେବ ବୋଲି କୃଷକ ସଂଗଠନ ପକ୍ଷରୁ କୁହାଯାଇଛି । ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରୁ ଟ୍ରାର ରାଲି ବାହାରିବାକୁ ଥତ୍ବାବେଳେ ଏଥତ୍ରେ ପ୍ରାୟ ୨ ଲକ୍ଷ ଟ୍ରାର ସାମିଲ ହେବେ ବୋଲି ସଂଗଠନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

Video: ଡ୍ରୋନ ଆକ୍ରମଣରେ ହୁତୁହୁତୁ ହୋଇ ଜଳିଲା ଦୁବାଇ ବିମାନ ବନ୍ଦର, ସମସ୍ତ ଉଡାଣ ବାତିଲ

ଦୁବାଇ,୧୬।୩: ସୋମବାର ସକାଳେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଏକ ଜୋରଦାର ବିସ୍ଫୋରଣ ପରେ ଦୁବାଇରେ ଆତଙ୍କ ଖେଳିଗଲା, ଯାହା ଏକ ଡ୍ରୋନ ଦୁର୍ଘଟଣା ଯୋଗୁ ହୋଇଥିଲା…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା…

ଚଳିତ ସିଜନରେ CSK ପାଇଁ ଡେବ୍ୟୁ କରିବେ ସାମସନ-ସରଫରାଜଙ୍କ ପରି ଦମଦାର ଖେଳାଳି, ବଢିଲାଣି ବିପକ୍ଷର ଟେନସନ

ନୂଆଦିଲ୍ଲୀ,୧୬।୩: ୨୦୨୬ ଆଇପିଏଲ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ସେମାନଙ୍କର ଦଳକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏଥର, ଦଳ…

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ…

ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର: ଏହି ଜିଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୧୬ା୩ (ବନ୍ଦନା ସେଠୀ):ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। ଝଡ଼ବର୍ଷା ଯୋଗୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri