ସ୍ପେସ୍‌ରେ ଧାନ ଚାଷ

ବେଜିଂ: ବିଶ୍ୱର ଅଗ୍ରଣୀ ରାଷ୍ଟ୍ର ଭାବେ ଜଣାଯାଉଥିବା ଚାଇନାର ବୈଜ୍ଞାନିକମାନେ ମହାକାଶରେ ଧାନଚାଷ କରିଛନ୍ତି। ଚାଇନା ମହାକାଶଚାରୀମାନେ ଜିରୋ ଗ୍ରାଭିଟେସ୍‌ନାଲ ଲାବୋରେଟରୀରେ ଚାଉଳରୁ ଧାନ ଗଛ ବାହାର କରାଯାଇଛି। ଚାଇନା ଏକାଡେମୀ ଅଫ୍‌ ସାଇନ୍ସ (ସିଏଏସ୍‌) ପକ୍ଷରୁ ଏ ନେଇ ବିସ୍ତୃତ ବିରରଣୀ ପ୍ରଦାନ କରାଯାଇଛି। ଚାଉଳକୁ ବ୍ୟବହାର କରି ଚାଇନା ମହାକାଶଚାରୀମାନେ ଧାନ ଗଛ ବାହାର କରିଛନ୍ତି। ଲାବ୍‌ରେ ବିକଶିତ କରାଯାଇଥିବା ଧାନ ଗଛର ଲମ୍ବ ୩୦ ସେଣ୍ଟିମିଟର ରହିଛି। ମହାକାଶରେ ଗଛ ଲାଗିପାରିବ କି ନାହିଁ ସେ ନେଇ ଚାଇନା ବୈଜ୍ଞାନିକମାନଙ୍କ ପକ୍ଷରୁ ଏହି ସ୍ବତନ୍ତ୍ର ପ୍ରକାର ଅଧ୍ୟୟନ କରାଯାଇଛି, ଯାହା ଆଗାମୀ ଦିନରେ ମହାକାଶଚାରୀଙ୍କ ପାଇଁ ଉପଯୋଗୀ ସାବ୍ୟସ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାହୁଡ଼ିଲେ ୫୪ ଭାରତୀୟ ଧୀବର

କଲୋମ୍ବୋ,୨୭।୩: ଶ୍ରୀଲଙ୍କା ନୌବାହିନୀ ଦ୍ୱାରା ଗିରଫ ହୋଇଥିବା ୫୪ ଭାରତୀୟ ଧୀବର ଘରକୁ ବାହୁଡ଼ିଛନ୍ତି। ମାର୍ଚ୍ଚ ୨୪ରେ ଦୁଇଟି ଭିନ୍ନ ଭିନ୍ନ ସାମୁଦ୍ରିକ ଅଞ୍ଚଳରୁ ସେମାନଙ୍କୁ...

୪୬୦ ଫୁଟ୍‌ ବ୍ରିଜ୍‌ ଭୁଶୁଡ଼ିଲା: ୬ ମୃତ

ତାଇପେଇ, ୩ା୧୦: ତାଇଓ୍ବାନ୍‌ରେ ବୁଧବାର ଏକ ବ୍ରିଜ୍‌ ଭୁଶୁଡ଼ି ପଡ଼ିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ୩ଟି ବୋଟ ଏହାଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବାବେଳେ ପ୍ରାଣ ହରାଇଥିବା...

ପୃଥିବୀରେ ଜୀବନ ସୃଷ୍ଟିର ଗୁପ୍ତ ଉପାଦାନ ଚିହ୍ନଟ…

ଲଣ୍ଡନ,୧୧।୧୨: ବ୍ରିଟେନର ଅକ୍ସଫୋର୍ଡ ୟୁନିଭରସିଟିର ବୈଜ୍ଞାନିକମାନେ ପୃଥିବୀରେ ଜୀବନ ସୃଷ୍ଟିର ଗୁପ୍ତ ଉପାଦାନ ଚିହ୍ନଟ କରିଛନ୍ତି। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ ଲୁହା ଏକ ଗୁରୁତ୍ୱପୂର୍ଣ୍ଣ...

୩୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୨୮ା୪: ପ୍ରାଣଘାତୀ କରୋନାରେ ୨୧୦ ଦେଶରେ ମୋଟ ୨.୦୮ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଥିବା ବେଳେ ଆମେରିକା,...

କ୍ୟାମେରା ଆଗରେ ରିପୋର୍ଟରକୁ ଲୁଟିଲେ

କ୍ୱିଟୋ,୨୦।୨: ଜଣେ ରିପୋର୍ଟର ଓ ଟିଭି କ୍ରୁ ମେମ୍ବରଙ୍କୁ ବନ୍ଧୁକ ମୁନରେ ଲୁଟିଛନ୍ତି। ତାହା ପୁଣି ଲାଇଭ କ୍ୟାମେରା ଆଗରେ। ଇକ୍ୱାଡରରେ ଘଟିଥିବା ଏହି ଅବିଶ୍ୱସନୀୟ...

ଜିଏସଆଇରେ ଯୋଗ ଦେବାକୁ ଚାଇନା କଲା ଆମନ୍ତ୍ରଣ, ନେପାଳ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଜ ସୁରକ୍ଷା ପ୍ରସଙ୍ଗ…

ବେଜିଂ/କାଠମାଣ୍ଡୂ,୨୫।୨ : ନେପାଳ ସରକାରଙ୍କ ସମ୍ମୁଖରେ ଏକ ନୂତନ ବୈଦେଶିକ ନୀତି ଆହ୍ବାନ ସୃଷ୍ଟି ହୋଇଛି। ଚାଇନାର ନୂତନ ଗ୍ଲୋବାଲ ସିକ୍ୟୁରିଟି ଇନିସିଏଟିଭ (ଜିଏସଆଇ) ର...

ପୁଣି ମୁହଁ।ମୁହିଁ ଇରାନ-ଆମେରିକା

ବାଗ୍‌ଦାଦ/ତେହେରାନ,୧୪ା୩(ଏଏଫ୍‌ପି): ପୁଣିଥରେ ମୁହଁ।ମୁହିଁ ହୋଇଛନ୍ତି ଦୁଇ ପାରମ୍ପରିକ ଶତ୍ରୁରାଷ୍ଟ୍ର ଆମେରିକା ଓ ଇରାନ। ଇରାକରେ ଥିବା ଇରାନ ସପକ୍ଷବାଦୀ ଏକ ସେନା ଶିବିରରେ ଗୁରୁବାର ବିଳମ୍ବିତ...

ଚାଇନା ବିମାନ ଉପରେ କଟକଣା ଲଗାଇଲେ ଜୋ ବାଇଡେନ୍‌

ଓ୍ବାଶିଂଟନ୍‌,୨୩ା୧: କୋଭିଡ୍‌ ସଂକ୍ରମଣ କାରଣ ଦର୍ଶାଇ ଚାଇନା ଗତ ଡିସେମ୍ବର ୩୦ ତାରିଖରୁ ଆମେରିକାର କେତେକ ବିମାନ ଉଡ଼ାଣକୁ ବାତିଲ କରିଦେଇଥିଲା। ଏହାର ଜବାବରେ ଚାଇନାର...

Advertisement
Archives

Model This Week