ଲଗାଣ ବର୍ଷାରେ ଚାଷ ଜମି ଜଳମଗ୍ନ

ଗଞ୍ଜାମ,୧୩।୧୧(ଡି.ଏନ୍‌.ଏ.): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ ରାତି ତମାମ ବର୍ଷା ଫଳରେ ଧାନ ଚାଷ ଜମି ଗୁଡିକ ଜଳମଗ୍ନ ରହିଥିବା ଦେଖିବାକୁ ମିଳିଛି l ବିଶେଷ କରି ପୁଇଁତୋଳା, ଝଡକୁଦା, ଲକ୍ଷ୍ମୀପୁର, ପାଳିବନ୍ଧ, କାଇଁଚପୁର, କଲ୍ୟାଣପୁର ଆଦି ଗ୍ରାମର ଚାଷ ଜମି ପ୍ରଭାବିତ ହୋଇଛି l ବର୍ଷା ଯଦି ଲାଗି ରହେ ତା’ହେଲେ ଧାନ ଗଛ ପଚିଯିବାର ଯଥେଷ୍ଟ ସମ୍ଭାବନା ରହିଛି l ଏଣୁ ଗଞ୍ଜାମ ଅଞ୍ଚଳର ଚାଷୀ ଚିନ୍ତାରେ ପଡିଯାଇଛନ୍ତି l ତେଣୁ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ କ୍ଷତି ପୂରଣ ଦେବାକୁ ଦାବି ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri