Posted inଜାତୀୟ

ଟଙ୍କା ହେରଫେର ମାମଲାରେ ହାଜର ହେବାକୁ ଫାରୁଖ ଅବଦୁଲ୍ଲାଙ୍କୁ ଇଡି ନୋଟିସ୍

ନୂଆଦିଲ୍ଲୀ, ୧୦।୧: ଜମ୍ମୁ କଶ୍ମୀର କ୍ରିକେଟ୍ ଆସୋସିଏସନରେ ଟଙ୍କା ହେରଫେର ଅଭିଯୋଗରେ ଆସନ୍ତାକାଲି ଅର୍ଥାତ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ନ୍ୟାସନାଲ କନଫରେନ୍ସ ନେତା ତଥା ଲୋକସଭା ସଦସ୍ୟ ଫାରୁକ୍ ଅବଦୁଲ୍ଲାଙ୍କୁ ପଚରାଉଚରା ପାଇଁ ଡକାଯାଇଛି। ବର୍ତ୍ତମାନ ଫାରୁକ୍ ଅବଦୁଲ୍ଲା ମଧ୍ୟ କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି ଦ୍ୱାରା ଡକାଯାଇଥିବା ବିରୋଧୀଦଳର ନେତାଙ୍କ ସହ ସାମିଲ ହୋଇଛନ୍ତି।

ଏହା ପୂର୍ବରୁ ଏକ ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଡକାଯାଇଥିବା ବେଳେ ଦିଲ୍ଲୀର ମଦ ନୀତି ମାମଲାରେ ତାଙ୍କ ଦିଲ୍ଲୀ ପ୍ରତିପକ୍ଷ ଅରବିନ୍ଦ କେଜ୍ରିୱାଲ ତଦନ୍ତର ସମ୍ମୁଖୀନ ହୋଇଛନ୍ତି। ସମସ୍ତ ତିନି ନେତା ଇଣ୍ଡିଆର ସଦସ୍ୟ ଅଟନ୍ତି।

ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅବଦୁଲ୍ଲାଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସେ ଆସୋସିଏସନର ସଭାପତି ଭାବରେ ତାଙ୍କ ପଦର ଅପବ୍ୟବହାର କରିଛନ୍ତି ଏବଂ କ୍ରୀଡ଼ା ସଂସ୍ଥାରେ ନିଯୁକ୍ତି ଦେଇଛନ୍ତି ଯାହା ଦ୍ୱାରା ବିସିସିଆଇ ପ୍ରାୟୋଜିତ ପାଣ୍ଠିରୁ ଅର୍ଥ ହେରଫେର ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଡବଲ ଝଟକା! Mother Dairy ପରେ ଲିଟର ପିଛା ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

ନୂଆଦିଲ୍ଲୀ: ଏଣିକି ଚା’ ଓ କଫି ପିଇବା ମଧ୍ୟ ମହଙ୍ଗା ହେବାକୁ ଯାଉଛି । ପ୍ରଥମେ ମଦର ଡେରୀ କ୍ଷୀର ଦର ବୃଦ୍ଧି କରିଥିବା ବେଳେ ଏବେ…

୨୪ ଘଣ୍ଟାରେ ଲାଇନଚ୍ୟୁତ ହେଲା ୨ ଏକ୍ସପ୍ରେସ, ଆତଙ୍କିତ ଯାତ୍ରୀ

ଲକ୍ଷ୍ନୌ,୧୧।୧୧: ଉତ୍ତରପ୍ରଦେଶର କାନପୁରରେ ବୁଧବାର ଏକ ରେଳ ଦୁର୍ଘଟଣାକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । କାନପୁର ସେଣ୍ଟ୍ରାଲ ଷ୍ଟେସନ୍‌ରୁ ବାହାରିବାର କିଛି ସମୟ ପରେ…

ହଠାତ୍ ରାସ୍ତାରେ ଅଚେତ ହୋଇ ପଡ଼ିଲେ ପୂର୍ବତନ ଉପରାଷ୍ଟ୍ରପତି, AIIMSରେ ଭର୍ତ୍ତି

ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିଛି । ବୁଧବାର ସକାଳେ ମର୍ଣ୍ଣିଂ ୱାକ୍‌ରେ ଯାଇଥିବା ସମୟରେ ସେ ହଠାତ୍‌ ଅଚେତ ହୋଇ ତଳେ…

ରାଜୀବ ଗାନ୍ଧୀଙ୍କ ସହ ଏମିତି ଆରମ୍ଭ ହୋଇଥିଲା ପ୍ରେମ, ବଡ଼ ଖୁଲାସା କଲେ ସୋନିଆ

ନୂଆଦିଲ୍ଲୀ,୧୧ା୧୧: କଂଗ୍ରେସ ସଂସଦୀୟ ଦଳ (CPP) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିଜ ଜୀବନର କିଛି ବିଶେଷ ସ୍ମୃତିକୁ ସୋସିଆଲ ମିଡିଆରେ ଏକ ଭିଡିଓ ଜରିଆରେ ସେୟାର କରିଛନ୍ତି…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମେଟ୍ରୋ ପ୍ରକଳ୍ପରୁ ନେଇ ଭାରତର ସଂଗ୍ରହାଳୟ ପର୍ଯ୍ୟନ୍ତ, ଜାଣନ୍ତୁ କ୍ୟାବିନେଟର ୫ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର (ନଭେମ୍ୱର ୧୧, ୨୦୨୬) ଦିନ କେନ୍ଦ୍ର କ୍ୟାବିନେଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବାତ୍ୟା ଅର୍ଣ୍ଣବ: ଗଞ୍ଜାମ-ଗଜପତି-କନ୍ଧମାଳ ପାଇଁ ଘୋଷଣା ହେଲା ରିଲିଫ, ୫୦ କେଜି ଚାଉଳ ସାଙ୍ଗକୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୧୧ା୧୧: ବାତ୍ୟା ଅର୍ଣ୍ଣବ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ପାଇଁ ରିଲିଫ ଘୋଷଣା କରାଯାଇଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବରୁ ସହାୟତା ଘୋଷଣା କରିଥିବା ବେଳେ…

ଏକ୍ସରେ ଭିଡିଓ ବନାଇ ରୋଜଗାର କରନ୍ତୁ ମୋଟା ଅଙ୍କର ଟଙ୍କା! କମ୍ପାନୀ ଆଣିଲା ଜବରଦସ୍ତ ଫିଚର୍‌, ଜାଣନ୍ତୁ କିପରି କରିବ କାମ

ନୂଆଦିଲ୍ଲୀ,୧୧।୧୧: ସୋସିଆଲ ମିଡିଆରେ ବଡ଼ ଭିଡିଓର ଛୋଟ ଛୋଟ କ୍ଲିପ ପ୍ରସ୍ତୁତ କରି ସେୟାର କରିବାର ଧାରା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାଦ୍ୱାରା କେବଳ ଭିଡିଓକୁ…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ଗୁଳିମାଡ଼ରେ ୩ CRPF ଯବାନ…

ନୂଆଦିଲ୍ଲୀ, ୧୧।୧୧: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ CRPF ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ବାଇକ୍‌ରେ ଆସିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ରେ ୩ ଜଣ CRPF ଯବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?