Advertisement
Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ଫାରୁକ ଅବଦୁୁଲ୍ଲା

ନୂଆଦିଲ୍ଲୀ,୨୩।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ନ୍ୟାସନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା। ଯେତେବେଳେ ଏହି ଯାତ୍ରା ଲଖନପୁର ଅର୍ଥାତ୍‌ ଯେଉଁଠି ଜମ୍ମୁ-କଶ୍ମୀର ଆରମ୍ଭ ହେଉଛି ସେଠାରେ ପହଞ୍ଚିବା ପରେ ଫାରୁକ ସେଥିରେ ଅଂଶଗ୍ରହଣ କରିବେ। ଏନେଇ ବୁଧବାର ଫାରୁକ ନିଜେ ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ବର୍ତ୍ତମାନ ଦେଶରେ ଏକତା ଏବଂ ଅଖଣ୍ଡତା ବଜାୟ ରଖିବା ସମୟ ଆସିଛି। ଅନ୍ୟପଟେ ବୁଧବାର ସକାଳେ ଭାରତ ଯୋଡୋ ଯାତ୍ରା ମଧ୍ୟପ୍ରଦେଶର ବୁରହାନପୁର ଜିଲାରେ ପ୍ରବେଶ କରିଛି। ବୋଦରଲି ଗ୍ରାମରେ ପହଞ୍ଚିବା ପରେ ଏହି ଯାତ୍ରାକୁ ଜୋରଦାର ଏବଂ ପାରମ୍ପାରିକ ଭାବେ ସ୍ବାଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବଞ୍ଚିଥିବା ଯାଏ ସିଏଏ ଲାଗୁ କରାଇଦେବିନି’

କୋଲକାତା,୧୭ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ କୋଲକାତାରେ ବିଶାଳ ରାଲି ଅନୁଷ୍ଠିତ...

ବଦଳିବାକୁ ଯାଉଛି ଅଲିଗଡ଼ର ନାମ

ନୂଆଦିଲ୍ଲୀ,୧୭।୮ : ଭାଜପା ଶାସିତ ଉତ୍ତରପ୍ରଦେଶରେ ଅଞ୍ଚଳର ନାମ ପରିବର୍ତ୍ତନ କରାଯାଇଥିବା ତାଲିକାରେ ସାମିଲ ହେବାକୁ ଯାଉଛି ଅଲିଗଡ଼। ଏହି ସ୍ଥାନର ନାମ ହରିଗଡ଼ ରଖିବା...

ଡି.କେ. ଶିବକୁମାର ଡାକ୍ତରଖାନାରେ ଭର୍ତ୍ତି

ବେଙ୍ଗାଲୁରୁ,୧୨।୧୧: ବରିଷ୍ଠ କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମନ୍ତ୍ରୀ ଡି.କେ. ଶିବକୁମାର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଉଚ୍ଚ ରକ୍ତଚାପ ବଢିଯିବାରୁ ମଙ୍ଗଳବାର ଭୋରରୁ ତାଙ୍କୁ...

ଦୀପାବଳିରେ ଫୁଟିବ ନାହିଁ ବାଣ: ଗେହଲଟ

ଜୟପୁର,୨ ।୧୧: ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ଦେଖି ଏବେ ଲୋକଙ୍କ ଜୀବନ ବଞ୍ଚାଇବା ଏକ ଚ୍ୟାଲେଞ୍ଜ ହୋଇପଡିଛି ବୋଲି କହିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

ପୁଣି ଥରେ ଜାତୀୟ ସୁରକ୍ଷା ଆଳ ଦେଖାଇଲେ ସରକାର

ନୂଆଦିଲ୍ଲୀ, ୧୪ା୯: ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ପେଗାସସ୍‌ ସମ୍ପର୍କୀତ ସମ୍ପୂର୍ଣ୍ଣ ବିବରଣୀ ଦାଖଲ କରି ହେବନାହିଁ। ଆତଙ୍କବାଦୀ କାର୍ଯ୍ୟକଳାପ ତଥା ଦେଶର ସୁରକ୍ଷାକୁ ବିପଦରେ...

କରୋନା ରୋଗୀଙ୍କ ନିକଟରେ ବଢୁଛି ଫଙ୍ଗାଲ ଇନଫେକ୍ସନର ଭୟ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୪ ।୯: କରୋନା ସଂକ୍ରମଣ ପାଇଁ ଦାୟୀ ମ୍ୟୁଟେଣ୍ଟ ବାରମ୍ବାର ତା’ର ରୂପ ବଦଳାଉଛି । ସେଥିପାଇଁ କରୋନାର ଔଷଧ ଓ ଟିକା ନିଜ ନିଜର...

ପୁଣି ବିହାର ନିର୍ବାଚନରେ ବାଧକ ସାଜିଲା କରୋନା ଭାଇରସ

ପାଟନା,୨୪ ।୧୦: ବିହାର ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନ୍‌ଡିଏର ଜଣେ ପରେ ଜଣେ ଷ୍ଟାର ପ୍ରଚାରକ କରୋନା ସଂକ୍ରମଣ ହେବା ଚିନ୍ତା ବଢାଇ ଦେଇଛି...

Advertisement
Archives

Model This Week