Advertisement
Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ଫାରୁକ ଅବଦୁଲ୍ଲା

ଶ୍ରୀନଗର,୨୩।୧୧: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା କଂଗ୍ରେସର ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ବୋଲି ଘୋଷଣା କରିଛନ୍ତି। ଏହି ଯାତ୍ରା ଜମ୍ମୁ କଶ୍ମୀରରେ ପହଞ୍ଚିଲେ ସେ ଏଥିରେ ଯୋଗ ଦେବେ। ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବା ପାଇଁ ଏହି ଯାତ୍ରା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ଫାରୁକ କହିଛନ୍ତି।
ସୂଚନାଯୋଗ୍ୟ, ଭାରତ ଯୋଡୋ ଯାତ୍ରା ବୁଧବାର ସକାଳେ ମଧ୍ୟପ୍ରଦେଶର ବୁରହାନପୁରରେ ପହଞ୍ଚିଛି। ଏହି ଯାତ୍ରା ବୋଦରଲିରେ ପହଞ୍ଚିବା ପରେ ଜୋରଦାର ସ୍ବାଗତ କରାଯାଇଥିଲା। ରାହୁଲଙ୍କ ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଯାଦବ ପ୍ରମୁଖ ଏହି ଯାତ୍ରାରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ଆଇଏଏସ୍‌ ଅଫିସର

ଥିରୁଭାନନ୍ଥପୁରମ୍‌,୫ା୮(ପି.ଟି.) :ଆଇଏଏସ୍‌ ଅଫିସର ଶ୍ରୀରାମ ଭେଙ୍କିଟରମନ୍‌ଙ୍କ କାର୍‌ ଧକ୍କାରେ ସାମ୍ବାଦିକଙ୍କ ମୃତ୍ୟୁ ଘଟଣାରେ ତାଙ୍କୁ ଜେଲ୍‌ ପଠାଇଦିଆଯାଇଛି। ଗିରଫ ଆଇଏଏସ୍‌ ଅଫିସରଙ୍କୁ ଏକ ଘରୋଇ ହସ୍ପିଟାଲରେ...

ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ୩୦ ହଜାର ଲୋକଙ୍କ ସହ ମିଶି କଲେ ଯୋଗ

ରାଞ୍ଚି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ...

ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ସୋନୁଙ୍କ ବଡ ପଦକ୍ଷେପ

ନୂଆଦିଲ୍ଲୀ: ଅଭିନେତା ସୋନୁ ସୁଦ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ବଡ ପଦକ୍ଷେପ ନେଇଛନ୍ତି। ସେ ପଞ୍ଜାବ ଷ୍ଟେଟ ଆଇକନ ପଦରୁ ନିଜେ ଓହରି ଯାଇଛନ୍ତି।...

୩ ମାସରେ ୭୮୮ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଲକ୍ଷ୍ନୌ, ୭।୬ : ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ହେବା ପରଠାରୁ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ଗତ ୩ ମାସରେ ମୋଟ ୭୮୮ ମାଫିଆଙ୍କ ବିରୋଧରେ...

ଉପଗ୍ରହରୁ ସୀମା ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨ା୮:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଲାଗିରହିଥିବା ସୀମା ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ଉପଗ୍ରହର ସହାୟତା ନେବାକୁ ଯାଉଛନ୍ତି। ସାଟେଲାଇଟ୍‌ ଇମେଜିଂ ଜରିଆରେ ଏହି ସବୁ ରାଜ୍ୟର...

ସ୍ବାମୀକୁ ଛାଡପତ୍ର ଦେବେ ଆଇଏଏସ୍‌ ଟିନା ଡାବି

ଜୟପୁର,୨୦।୧୧-୨୦୧୫ କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି)ରେ ଟପ୍ପର ହୋଇଥିବା ଟିନା ଡାବି ତାଙ୍କ ସ୍ବାମୀ ଅଥର ଅମିର ଖାନଙ୍କଠୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଜୟପୁରର...

ଅଭିନେତ୍ରୀ ସାଇରା ଖାଁଙ୍କ ପରଲୋକ

ମୁମ୍ବାଇ,୨୧।୪: ଫିଲ୍ମ ‘କାମସୂତ୍ର ୩ଡି’ରେ କାମ କରିଥିବା ଅଭିନେତ୍ରୀ ସାଇରା ଖାଁଙ୍କ ପରଲୋକ ହୋଇଛି। ଶୁକ୍ରବାର ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ବିଶେଷ ସୂତ୍ରରୁ...

ଆମେରିକା, ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ: ଗୋଟିଏ ଦିନରେ ସର୍ବାଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ, ୩।୮: ଭାରତରେ କରୋନା ମାମଲା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ ପରେ ବିହାର, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶରେ କରୋନା ସଂକ୍ରମଣର ଗତି ଦିନକୁ...

Advertisement
Archives

Model This Week