Posted inଖେଳ

ଶନିବାର ପାକିସ୍ତାନ-ନ୍ୟୁଜିଲାଣ୍ଡ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌: ଦଳରେ ସାମିଲ ହେଲେ ଡେଙ୍ଗା ଫାଷ୍ଟ ବୋଲର ଜେମିସନ

ନୂଆଦିଲ୍ଲୀ,୨ା୧୧: ନ୍ୟୁଜିଲାଣ୍ଡର ଦୁଇ ପେସ୍‌ ବୋଲରଙ୍କ ସମେତ ୫ ଖେଳାଳି ଆଘାତଜନିତ ସମସ୍ୟାରେ ରହିଛନ୍ତି। ଏଭଳି ସ୍ଥିତିରେ ଆଘାତ ପ୍ରାପ୍ତ ମ୍ୟାଟ ହେନ୍‌ରୀଙ୍କ ସ୍ଥାନରେ ଡେଙ୍ଗା ଫାଷ୍ଟ ବୋଲର କାଇଲ ଜେମିସନଙ୍କୁ ଦଳରେ ସାମିଲ କରାଯାଇଛି।

ଆଘାତପ୍ରାପ୍ତ ଥିବା ହେନ୍‌ରୀ ଶନିବାର ପାକିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଉପଲବ୍ଧ ହେବେ କି ନାହିଁ ସେ ନେଇ ସନ୍ଦେହ ରହିଛି। ୬.୮ ପୁଟ୍‌ ଉଚ୍ଚତା ବିଶିଷ୍ଟ ଜେମିଶନ ଗୁରୁବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ନିୟମିତ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ବୃଦ୍ଧାଙ୍ଗୁଳିରେ ସମସ୍ୟା ରହିଥିବା ବେଳେ ଲୋକି ଫର୍ଗୁସନଙ୍କ ପାଦରେ ଏବଂ ମାର୍କ ଚାପମ୍ୟାନଙ୍କର ଆଘାତ ଲାଗିଛି। ହେନ୍‌ରୀଙ୍କ ଡାହାଣ ହାମଷ୍ଟ୍ରିଙ୍ଗ ଇଞ୍ଜୁରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri