Posted inଖେଳ

୫ମ ଟେଷ୍ଟରେ ପ୍ରତ୍ୟାବର୍ତ୍ତନ କରିପାରନ୍ତି ଏହି ଫାଷ୍ଟ ବୋଲର

ଲଣ୍ଡନ,୨୧ା୬: ଆଘାତପ୍ରାପ୍ତ ଇଂଲଣ୍ଡ ଫାଷ୍ଟ ବୋଲର ମାର୍କ ଉଡ୍‌ ଜୁଲାଇ ୩୧ରୁ ଓଭାଲଠାରେ ହେବାକୁ ଥିବା ୫ମ ତଥା ଫାଇନାଲ ଟେଷ୍ଟ ବେଳକୁ ଫିଟ୍‌ ହୋଇଯାଇ ଥିବେ ଏବଂ ସିଲେକ୍ସନ ପାଇଁ ଉପଲବ୍ଧ ହେବେ ବୋଲି ଆଶା କରାଯାଉଛି। ଆଣ୍ଠୁରେ ଅସ୍ତ୍ରୋପଚାର ପରେ ଉଡ୍‌ ବର୍ତ୍ତମାନ ରିହାବିଲିଟେଶନରେ ଅଛନ୍ତି। ଚଳିତବର୍ଷ ପ୍ରାରମ୍ଭରେ ଚାମ୍ପିୟନ୍ସ ଟ୍ରଫି ବେଳେ ଏହି ୩୫ ବର୍ଷୀୟ କ୍ରିକେଟର ବାମ ଆଣ୍ଠୁରେ ଲିଗାମେଣ୍ଟ ଇଞ୍ଜୁରୀ ହୋଇଥିଲା।

ମାର୍ଚ୍ଚରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସମ୍ପୂର୍ଣ୍ଣ ଫିଟ୍‌ ହେବାକୁ ତାଙ୍କୁ ୪ମାସ ସମୟ ଲାଗିବ ବୋଲି ସେତେବେଳେ ତାଙ୍କୁ ଡାକ୍ତର କହିଥିଲେ। ମାତ୍ର ଉଡ୍‌ କହୁଛନ୍ତି, ସେ ୫ମ ଟେଷ୍ଟ ବେଳକୁ ଫିଟ୍‌ ହୋଇଯାଇଥିବେ। ରିହାବିଲିଟେଶନ ବେଳେ ହାଲ୍‌କା ବୋଲିଂ ଅଭ୍ୟାସ କରିଛନ୍ତି। ସେ ବିଧିବଦ୍ଧ ଭାବେ ପ୍ରତ୍ୟାବର୍ତ୍ତନ କରିବାକୁ ଚାହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri