ଶୀଘ୍ର ଖାଦ୍ୟ ଖାଇବା ଓ କାର୍ଯ୍ୟଦକ୍ଷତା

କେତେକ ବ୍ୟକ୍ତି ତରତର ହୋଇ ଖାଦ୍ୟ ଖାଇଥାଆନ୍ତି। ହେଲେ ଏହାର ପ୍ରଭାବ ସେମାନଙ୍କ କାର୍ଯ୍ୟଦକ୍ଷତା ଉପରେ ପଡିବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି ଏକ ସର୍ଭେରୁ ଜଣାପଡିଛି। ‘ଶୀଘ୍ର ଖାଇବା ଏବଂ କାର୍ଯ୍ୟଦକ୍ଷତା’ ବିଷୟକୁ ନେଇ ୟୁନିଭର୍ସିଟି ଅଫ ସିଡ୍‌ନୀର ପୁଷ୍ଟିବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ସେମାନେ ଦୁଇ ଭାଗରେ ବିଭକ୍ତ କରିଥିଲେ। ସର୍ଭେ ସମୟରେ ଜଣାପଡିଥିଲା ଯେ, ଯେଉଁମାନେ ସାଧାରଣ ଭାବରେ ଖାଦ୍ୟ ଖାଉଛନ୍ତି ସେମାନଙ୍କର କାର୍ଯ୍ୟଦକ୍ଷତା ପୂର୍ବଭଳି ରହୁଛି। କିନ୍ତୁ ଯେଉଁମାନେ ତରତର ହୋଇ ଖାଉଛନ୍ତି ସେମାନଙ୍କର କାର୍ଯ୍ୟଦକ୍ଷତା ଏହାଦ୍ୱାରା କେତେକାଂଶରେ ପ୍ରଭାବିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତହୀନତା ଦୂର କରେ ସଜନା ଶାଗ

ବାଡିବଗିଚାରେ ସଜନା ଶାଗ ଅତି ସହଜରେ ମିଳିଯାଏ। ସଜନା ସାଗ ହେଉ କି ଛୁଇଁ ସମେସ୍ତ ଏହା ଖାଇବାକୁ ଭଲ ପାଆନ୍ତି। ଏଥିରେ ପ୍ରଚୁର ଖଣିଜତତ୍ତ୍ୱ...

ଏହି ୨ ରାଶିର ବ୍ୟକ୍ତି ନିଜ ସାଥୀଙ୍କୁ କେବେ ଦେଇ ନ ଥାନ୍ତି ପ୍ରତାରଣା

ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଉତ୍‌ଥାନ-ପତନ ଲାଗି ରହିଥାଏ। ତେବେ ଗ୍ରହ ମଣିଷ ଜୀବନରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ଗ୍ରହର ସ୍ଥିତି ଯୋଗୁ...

ସାମ୍ନାକୁ ଆସିଲା କରୋନା ଭାଇରସ୍‌ ସଂକ୍ରମଣର ୬ଟି ନୂଆ ଲକ୍ଷଣ

ଓ୍ବାଶିଂଟନ୍‌,୨୭।୪: କରୋନା ଭାଇରସ୍‌ ସଂକ୍ରମଣ ପ୍ରାରମ୍ଭରୁ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ସୁଖା କାଶ, ଭୀଷଣ ଜ୍ୱର ଓ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ ହେଲା ଭଳି ଲକ୍ଷଣ...

ନିତି ଏହି ଜୁସ୍‌ରୁ ଅଧାକପ୍‌ ରଖେ ହାର୍ଟ ଆଟାକ୍‌ରୁ ଦୂରେଇ…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ଏହି ଜୁସ୍‌କୁ ନିୟମିତ ପିଇଲେ...

ବେଲଗଛ କେଉଁଠି ରହିଲେ ଶୁଭ, ପଡେନାହିଁ ଖରାପ ଦୃଷ୍ଟି

ଭଗବାନ ଶିବଙ୍କର ଅତି ପ୍ରିୟ ହେଉଛି ବେଲପତ୍ର ।ଶିବପୁରାଣ ଅନୁସାରେ, ଯେଉଁ ବ୍ୟକ୍ତିଙ୍କ ଘରେ ବେଲଗଛ ରହିଥାଏ, ସେହି ଘର ଉପରକୁ କାହାର ଖରାପ ଦୃଷ୍ଟି...

ଏକ୍ସାଇଟେଡ ଡେଲିରିଅମ ହୋଇପାରେ ବି କ୍ଷତିକାରକ…

ଏକ୍ସାଇଟେଡ ଡେଲିରିଅମ ନାମକ ସମସ୍ୟ ଯୋଗୁ କେତେକଙ୍କର ସାଧାରଣ ଜୀବନ ଶୈଳୀରେ ପ୍ରଭାବ ପଡ଼ିଥାଏ। ଏହି ସମସ୍ୟାକୁ ଡାକ୍ତର ଏଜିଟେଟେଡ ଡେଲିରିଅମ ମଧ୍ୟ କହିଥାନ୍ତି। ଏଭଳି...

ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ...

ବାସ୍ତୁ ଅନୁସାରେ କିପରି ହେବା ଦରକାର ପ୍ରବେଶ ଦ୍ୱାର, ଜାଣନ୍ତୁ…

ଘରର ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ଆଉ ସୁନ୍ଦର ରଖିବା ଦରକାର। କାରଣ ଏହା ହେଉଛି ଘର ପାଇଁ ଖୁସିର ଦ୍ୱାର। ତେଣୁ ବାସ୍ତୁଶାସ୍ତ୍ର ଅନୁସାରେ...

Advertisement
Archives

Model This Week