ଘର ଆଗରେ ଫାଷ୍ଟଫୁଡ ଦୋକାନ: ପଛରେ ଚାଲିଥିଲା ଚୋରା ମଦ କାରବାର

ଦାରିଙ୍ଗବାଡ଼ି,୪।୫(ଡି.ଏନ୍‌.ଏ.): ଘର ଆଗରେ ଫାଷ୍ଟଫୁଡ ଦୋକାନ ପଛରେ ଚୋରା ଦେଶୀ ମଦକାରବାର। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ଅଞ୍ଚଳ ବାଲାପାଙ୍ଗା ଛକରେ। ଖବରପାଇ ରାତିରେ ଉକ୍ତ ଫାଷ୍ଟଫୁଡ ଦୋକାନରେ ପୋଲିସ ଚଢ଼ାଉ କରିଥିଲା। ସେହି ସମୟରେ ପଛପଟେ ଦେଶୀ ମଦ ରନ୍ଧାଯାଇ ବିକ୍ରି କରାଯାଉଥିବା ସହ ସେଠାରୁ ୨ହଜାର ଲିଟର ମହୁଲ ପୋଚ୍‌ ସହ ୩୦ ଲିଟର ଦେଶୀ ମଦ ଜବତ ହୋଇଛି। ଦୋକାନୀଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଶିକ୍ଷକ ଗିରଫ

ବୋରିଗୁମ୍ମା, ୧୧।୪ (ଡି.ଏନ୍‌.ଏ.): ଦଶମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରିନେବା ଅଭିଯୋଗରେ କୋରାପୁଟ ଜିଲା ବିସିଂହପୁର ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି।...

କ୍ବାର୍ଟର୍ସ ନିର୍ମାଣ ନେଇ ପ୍ରଶାସନ ଜନତା ମୁହାଁମୁହିଁ

ସୁନ୍ଦରଗଡ଼,୨୫।୩(ଡି.ଏନ.ଏ.): ଦିନକୁ ଦିନ ସୁନ୍ଦରଗଡ଼ ସହରରେ ଲୋକସଂଖ୍ୟା ବୃଦ୍ଧି ପାଉଥିବାବେଳେ ରାସ୍ତାଘାଟ ଓ ଛକ ସ୍ଥାନଗୁଡିକରେ ଟ୍ରାଫିକ ସମସ୍ୟା ମଧ୍ୟ ଜଟିଳ ହେବାକୁ ଲାଗିଲାଣି। ଦୋକାନ...

ବସ୍‌ ଅଟକାଇ ଡକାୟତି: ବୋଲେରୋ ଜବତ, ୬ ଅଭିଯୁକ୍ତ ଗିରଫ

ଯୋଡ଼ା,୨୦।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ନିକଟସ୍ଥ ରଣାଶାଳ ଘାଟିଠାରେ ବୁଧବାର ରାତିରେ ୬ ଜଣ ଦୁର୍ବୃତ୍ତ ବସ୍‌ ଅଟକାଇ ଲୁଟ୍‌ ବେଳେ ପୋଲିସ ଦ୍ୱାରା...

ମୋବାଇଲ ଚୋରି: ଜଣେ ଗିରଫ

ବଡବିଲ, ୫।୬(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରୀ ଘଟଣାରେ ସଞ୍ଜୟ ମହାନ୍ତ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ...

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ବଇଣ୍ଡା,୮।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବିଲେଇନାଳୀ ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତରେ ଗ୍ରାମର ସୁଲୋଚନା ସାହୁ(୪୫)ଙ୍କ ମୃତ୍ୟୁ ଘଟିଛି। ସୁଲୋଚନା ମହୁଲ ଫଳ ସଂଗ୍ରହ କରିବାକୁ ଯାଇଥିବାବେଳେ ହଠାତ୍‌...

ସ୍ମାର୍ଟକେମ୍‌ କମ୍ପାନୀ କାର୍ଯ୍ୟକୁ ବିରୋଧ ଜାରି

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ଗ୍ରାମ ନିକଟରେ ଟାଟା କମ୍ପାନୀର ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ୍‌ ଟେକ୍ନୋଲୋଜି ନାମକ ଏକ କାରଖାନା ନିର୍ମାଣକୁ...

ଶିମିଳିପାଳରେ ଅଣାୟତ୍ତ ହେଲା ନିଆଁ, ଚିନ୍ତାରେ ପରିବେଶବିତ୍‌

ବାରିପଦା ଅଫିସ,୬।୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହୋଇଥିବା ବେଳେ ଦିନକୁ ଦିନ ଏହା ବ୍ୟାପିବାରେ ଲାଗିଛି। ନାସା ପକ୍ଷରୁ ପ୍ରଦତ୍ତ ରିପୋର୍ଟ ଅନୁଯାୟୀ,...

ଉପଖଣ୍ଡରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୧ା୫ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଚୋରା ମହୁଲି ମଦ କାରବାର ବୃଦ୍ଧି ପାଇଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଠିକ୍‌ ଭାବେ ଚଢ଼ାଉ...

Advertisement
Archives

Model This Week