Posted inଜାତୀୟ

ଭାରତରେ ଦେଖାଯାଇ ନାହିଁ ନୂଆ କୋଭିଡ୍‌ ଷ୍ଟ୍ରେନ: କେନ୍ଦ୍ର

ନୂଆଦିଲ୍ଲୀ,୨୨।୧୨: ୟୁନାଇଟେଡ୍‌ କିଙ୍ଗଡମ(ୟୁକେ)ରୁ ଆରମ୍ଭ ହୋଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନ ଏପର୍ଯ୍ୟନ୍ତ ଭାରତରେ ଦେଖାଦେଇ ନାହିଁ। ଏଣୁ ଚିନ୍ତିତ ହେବାର କୌଣସି ଆବଶ୍ୟକତା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର କୁହାଯାଇଛି। କୋଭିଡ୍‌-୧୯ର ନୂଆ ଷ୍ଟ୍ରେନ ଅତିକମ୍‌ରେ ୭୦ ପ୍ରତିଶତ ଅତି ସହଜରେ ବ୍ୟାପୁଛି, ଯାହାକି ବଢ଼ାଇଛି ପୂରା ବିଶ୍ୱର ଚିନ୍ତା।
ବ୍ରିଟେନରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଶଙ୍କା କରାଯାଉଛି, ପ୍ରଥମ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ ଭାକ୍‌ସିନ ପରିବର୍ତ୍ତିତ ଭାଇରସ ଉପରେ କାମ ଦେବ ନାହିଁ।

କୋଭିଡ୍‌-୧୯ର ନୂଆ ଷ୍ଟ୍ରେନ ଭାରତରେ ଏପର୍ଯ୍ୟନ୍ତ ଦେଖାଦେଇ ନାହିଁ। ଆମ ଦେଶ କିମ୍ବା ଅନ୍ୟ ଦେଶରେ ପ୍ରସ୍ତୁତ ଟୀକା ନୂଆ ଭାଇରସ ଉପରେ କୌଣସି ପ୍ରଭାବ ପକାଇ ପାରିବ ନାହିଁ ବୋଲି ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗର ସଦସ୍ୟ ଡ. ଭିକେ ପଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri