ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ BMW କାର୍‌ ଧକ୍କା ଦେବାରୁ ୨ ଜଣକର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ବଲାଙ୍ଗୀର ଜିଲା ଟିଟଲାଗଡ଼ର ପିଣ୍ଟୁ ବାଗ ଓ ଧର୍ମଗଡ଼ ଅଞ୍ଚଳର ଗୌତମ ନାଏକ ବୋଲି ଜଣାପଡିଛି। ଏହି ଦୁର୍ଘଟଣାରେ କାର୍‌ଟି ସମ୍ପୂର୍ଣ୍ଣ ଚୁର୍‌ମାର ହୋଇଯାଇଛି।ଅନ୍ୟପଟେ, ଭବାନୀପାଟଣା ସଦର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri