Posted inଜାତୀୟ

କଂଗ୍ରେସ ବିଧାୟକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ରାୟପୁର,୨୧।୮: ଛତିଶଗଡର କଂଗ୍ରେସ ବିଧାୟକ ଚାନି ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ରାଜନନ୍ଦଗାଓଁ ଜିଲାର ଖୁଜୀ ବିଧାନସଭାର ବିଧାୟକ ଥିବା ଚାନିଙ୍କୁ ଜଣେ ମଦ୍ୟପ ଯୁବକ ଆକ୍ରମଣ କରିଛନ୍ତି। ଏଥିରେ ବିଧାୟକ ଆହତ ହୋଇଛନ୍ତି। ଡାକ୍ତରଖାନାରେ ପ୍ରଥମ ଚିକିତ୍ସା ପରେ ଚାନି ସାହୁଙ୍କୁ ଡିସଚାର୍ଜ କରାଯାଇଛି। ଏଥିସହ ଅଭିଯୁକ୍ତଙ୍କୁ ପୋଲିସ ମଧ୍ୟ ଗିରଫ କରିଛି। କିନ୍ତୁ ବିଧାୟକଙ୍କ ସୁରକ୍ଷାକୁ ନେଇ ଅନେକ ବଡ ପ୍ରଶ୍ନ ଉଠିଛି।
ବିଧାୟକ ଚାନ୍ନି ସାହୁ ଏକ କାର୍ଯ୍ୟକ୍ରମରେ ଯୋଗରା ଗ୍ରାମରେ ପହଞ୍ଚିଥିଲେ। ସେଠାରେ ନିକଟସ୍ଥ ଗାଁର ଲୋକଙ୍କ ଭିଡ଼ ଜମିଥିଲା। ଏହି ସମୟରେ ଜଣେ ମଦ୍ୟପ ବିଧାୟକଙ୍କ ଉପରେ ଛୁରିରେ ଆକ୍ରମଣ କରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପିଏସଓ ଏବଂ ସୁରକ୍ଷା କର୍ମୀ ମଦ୍ୟପଙ୍କୁ ଧରି ସେଠାରୁ ବାହାରକୁ ଆଣିଥିଲେ। ଏହା ସହିତ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ବିଧାୟକଙ୍କୁ ନିକଟସ୍ଥ କମ୍ୟୁନିଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ଚାନି ସାହୁଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଚାନ୍ନି ସାହୁଙ୍କ ହାତରେ ଆଘାତ ଲାଗିଥିବାରୁ ବ୍ୟାଣ୍ଡେଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri