Odisha Elections 2024
Posted inଜାତୀୟ

କଂଗ୍ରେସ ବିଧାୟକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ରାୟପୁର,୨୧।୮: ଛତିଶଗଡର କଂଗ୍ରେସ ବିଧାୟକ ଚାନି ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ରାଜନନ୍ଦଗାଓଁ ଜିଲାର ଖୁଜୀ ବିଧାନସଭାର ବିଧାୟକ ଥିବା ଚାନିଙ୍କୁ ଜଣେ ମଦ୍ୟପ ଯୁବକ ଆକ୍ରମଣ କରିଛନ୍ତି। ଏଥିରେ ବିଧାୟକ ଆହତ ହୋଇଛନ୍ତି। ଡାକ୍ତରଖାନାରେ ପ୍ରଥମ ଚିକିତ୍ସା ପରେ ଚାନି ସାହୁଙ୍କୁ ଡିସଚାର୍ଜ କରାଯାଇଛି। ଏଥିସହ ଅଭିଯୁକ୍ତଙ୍କୁ ପୋଲିସ ମଧ୍ୟ ଗିରଫ କରିଛି। କିନ୍ତୁ ବିଧାୟକଙ୍କ ସୁରକ୍ଷାକୁ ନେଇ ଅନେକ ବଡ ପ୍ରଶ୍ନ ଉଠିଛି।
ବିଧାୟକ ଚାନ୍ନି ସାହୁ ଏକ କାର୍ଯ୍ୟକ୍ରମରେ ଯୋଗରା ଗ୍ରାମରେ ପହଞ୍ଚିଥିଲେ। ସେଠାରେ ନିକଟସ୍ଥ ଗାଁର ଲୋକଙ୍କ ଭିଡ଼ ଜମିଥିଲା। ଏହି ସମୟରେ ଜଣେ ମଦ୍ୟପ ବିଧାୟକଙ୍କ ଉପରେ ଛୁରିରେ ଆକ୍ରମଣ କରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପିଏସଓ ଏବଂ ସୁରକ୍ଷା କର୍ମୀ ମଦ୍ୟପଙ୍କୁ ଧରି ସେଠାରୁ ବାହାରକୁ ଆଣିଥିଲେ। ଏହା ସହିତ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ବିଧାୟକଙ୍କୁ ନିକଟସ୍ଥ କମ୍ୟୁନିଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ଚାନି ସାହୁଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଚାନ୍ନି ସାହୁଙ୍କ ହାତରେ ଆଘାତ ଲାଗିଥିବାରୁ ବ୍ୟାଣ୍ଡେଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି।...

ଦିଲ୍ଲୀ ଅବକାରି ନୀତି ମାମଲାରେ ଏଏପି ଅଭିଯୁକ୍ତ, କେଜରିଓ୍ବାଲ, ଏଏପି ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ

ନୂଆଦିଲ୍ଲୀ,୧୭।୫: ମଦ ଦୁର୍ନୀତି ମାମଲାରେ ଇଡି ଉଭୟ ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛନ୍ତି। ଇଡି...

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri