ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ।

ତାମିଲନାଡୁ ସରକାରଙ୍କୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଏପରିକି ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ଜଣେ ଅଧିକାରୀଙ୍କୁ ତାମିଲନାଡୁ ପଠାଇଥିବା ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ ନିନ୍ଦା କରିବା ସହ ମିଲନାଡୁରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଘଟିଥିବା ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri