Posted inଜାତୀୟ

ଡେଙ୍ଗୁର ୬୦ପ୍ରତିଶତ ରୋଗୀଙ୍କ ଠାରେ ରହିଛି ଡେନ-୨ର ଲକ୍ଷଣ, ପିଜିଆଇର ସେରୋ ସର୍ଭେ

ନୂଆଦିଲ୍ଲୀ,୨୩।୧୧: ପୂର୍ବ ବର୍ଷ ଅପେକ୍ଷା ଡେଙ୍ଗୁ ବେଶୀ ଡରେଇବାରେ ଲାଗିଛି। ଡେଙ୍ଗୁର ପ୍ରାୟ ୬୦ପ୍ରତିଶତ ରୋଗୀଙ୍କ ମଧ୍ୟରେ ଡେନ-୨ର ଷ୍ଟ୍ରେନ ଦେଖିବାକୁ ମିଳିଛି। ବାକି ୪୦ପ୍ରତିଶତରେ ଡେନ ୧ ଓ ଡେନ-୩ ଷ୍ଟ୍ରେନ ମିଳିଛି। ଡେନ-୧ ଓ ୩ ଅପେକ୍ଷା ଡେନ ୨ ଅଧିକ ବିପଜ୍ଜନକ ବୋଲି କୁହାଯାଉଛି। ପିଜିଆଇ ମାଇକ୍ରୋବାୟୋଲଜି ବିଭାଗ ଆଇସିୟୁରେ ଥିବା ୯୦ରୋଗୀଙ୍କ ସାମ୍ପୁଲ ନେଇ ପରୀକ୍ଷା କରିଛନ୍ତି।
ପରୀକ୍ଷାରୁ ଜଣାପଡିଛି କି, ଡେଙ୍ଗୁର ୪ଟି ଷ୍ଟ୍ରେନ ମଧ୍ୟରୁ ଡେନ-୨ ଅଧିକ ବିପଜ୍ଜନକ। ୬୦ପ୍ରତିଶତ ଲୋକଙ୍କ ଠାରେ ଏହି ଷ୍ଟ୍ରେନ ଦେଖିବାକୁ ମିଳୁଛି। ବର୍ତ୍ତମାନ ଡେଙ୍ଗୁ ରୋଗୀ ବେଶୀ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଡେନ-୨ରେ ଜ୍ୱର, ଥଣ୍ଡା, ଆଣ୍ଠୁଗଣ୍ଠି ବିନ୍ଧା ହେବାନାକ ଓ ପାଟିରୁ ରକ୍ତ ବାହାରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?