Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୪ ଜୀବନ, ୮ ଗୁରୁତର

ଲକ୍ଷ୍ନୌ,୯।୧: ୟୁପିର ଉନ୍ନାଓ ଜିଲାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୮ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଲକ୍ଷ୍ନୌ- ଆଗ୍ରା ଏକ୍ସପ୍ରେସୱେରେ ନେପାଳ ଯାଉଥିବା ଡିସିଏମ ବସ ଏବଂ ଏକ ସ୍ଲିପର୍‌ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।
ବସ ରାଜକୋଟରୁ ନେପାଳ ଯାଉଥିଲା। ଘଟଣା ସମୟରେ ବସ୍‌ରେ ୮୦ ଜଣ ଯାତ୍ରୀ ଥିଲେ। ଆହତମାନଙ୍କ ମଧ୍ୟରୁ ଜଣଙ୍କୁ ଲକ୍ଷ୍ନୌ ଏବଂ ଅବଶିଷ୍ଟଙ୍କୁ ଉନ୍ନାଓଙ୍କୁ ଚିକିତ୍ସା ପାଇଁ ପଠାଯାଇଛି। ଦୁର୍ଘଟଣାର ସୂଚନା ଉପରେ ଡିଏମ, ଏସପି ଏବଂ ଅନ୍ୟ ଅଧିକାରୀମାନେ ଉଦ୍ଧାର କାର୍ଯ୍ୟ ସମ୍ବନ୍ଧରେ ଆବଶ୍ୟକୀୟ ନିର୍ଦ୍ଦେଶନାମା ଦେଇଥିଲେ। ମୃତ ଲୋକଙ୍କୁ ଚିହ୍ନଟ କରିବାକୁ ପୋଲିସ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ପାଇଁ ଏଏପି କାର୍ଯ୍ୟାଳୟରେ ପହଞ୍ଚିଲେ ଭାଜପା ବିଧାୟକ

ନୂଆଦିଲ୍ଲୀ, ୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ଶେଷ ହେଉଛି। ଭୋଟରଙ୍କ ମନ ଜିଣିବା ପାଇଁ ଘର ଘର ବୁଲି ଭୋଟ ମାଗୁଛନ୍ତି...

କଳାକାରଙ୍କ ପାଇଁ ସହଯୋଗର ହାତ ବଢାଇଲା କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫ ।୯: କରୋନା ଭାଇରସ ସଂକ୍ରମଣ କାରଣରୁ ଅନେକ ଲୋକଙ୍କୁ ଜୀବନ ଜୀବିକା ହରାଇବାକୁ ପଡିଛି । ଏହି ସଙ୍କଟ ସମୟରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ...

ସରକାରଙ୍କ ଉପରେ ନିର୍ଭର ନକରିବାକୁ ଚାଷୀଙ୍କୁ ଗଡ଼କରୀଙ୍କ ପରାମର୍ଶ…

ନୂଆଦିଲ୍ଲୀ, ୧୦।୯ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଶନିବାର ଚାଷୀମାନଙ୍କୁ କୃଷିଜାତ ଦ୍ରବ୍ୟର ମାର୍କେଟିଂ ଏବଂ ରପ୍ତାନି ପାଇଁ ନିଜସ୍ବ କମ୍ପାନୀ ଗଠନ କରିବାକୁ...

କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ

ଶ୍ରୀନଗର, ୨।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍‌ତିଙ୍କୁ ଗୃହବନ୍ଦୀ ରଖାଯାଇଛି। ସେମାନେ ରହୁଥିବା ଶ୍ରୀନଗରର ଗୁପ୍‌କାର ରୋଡ୍‌ ଅଞ୍ଚଳକୁ...

ଭୋର ୫ଟା ୪୭ରୁ ପ୍ରତ୍ୟାହାର କରାଗଲା ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ରକୁ ନେଇ ଏବେ ସବୁଠି ଚର୍ଚ୍ଚା। ଶନିବାର ସକାଳ ରାଜ୍ୟ ରାଜନୀତି ପାଇଁ ପାଲଟି ଯାଇଛି ଏକ ଅଭୁଲା ଦିନ। ମହାରାଷ୍ଟ୍ରରେ ଲାଗୁ ହୋଇଥିବା...

ଚରିତ୍ର ସଂହାର କରିବାରୁ କଂଗ୍ରେସରୁ ଇସ୍ତଫା ଦେଲେ ଫାରହା ନଇମ

ବଡାଉନ,୨୮ ।୧: କଂଗ୍ରେସର କଳି ଏବେ ପ୍ରାୟ ସବୁ ରାଜ୍ୟରେ ଦେଖିବାକୁ ମିଳିଲାଣି । ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀପତ୍ର ଘୋଷଣା କରାଯାଇଥିବା...

ବିଗିଡିଲା ଆଜମ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୨୯।୫:ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ରବିବାର ବିଗିଡି ଯାଇଛି। ଏହା ପରେ ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି...

କରୋନା ନୂଆ ଷ୍ଟ୍ରେନ୍ ମଧ୍ୟରେ ୨୫୬ ଯାତ୍ରୀଙ୍କୁ ନେଇ ବ୍ରିଟେନରୁ ଭାରତ ପହଞ୍ଚିଲା ପ୍ରଥମ ବିମାନ

ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଏବେ ବ୍ୟାପିବାରେ ଲାଗିଛି । ଏହାକୁ ଦେଖି ବ୍ରିଟେନ ସରକାର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି...

Advertisement
Archives

Model This Week