Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୫ ଜୀବନ

ଜୟପୁର,୧।୧: ରାଜସ୍ଥାନର ହନୁମାଗଡରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର ଏବଂ ଟ୍ରଲି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଯାତ୍ରୀମାନଙ୍କ ସୂଚନା ଉପରେ ପାଲୁ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହା ପରେ ପୋଲିସ ଆହତମାନଙ୍କୁ ପାଲୁ ଡାକ୍ତରଖାନାକୁ ନେଇଥିଲା। ସେଠାରେ ଦୁଇ ଆହତଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା।
ଦୁର୍ଘଟଣାର ସମସ୍ତ ପୀଡିତ ବ୍ୟକ୍ତି କାରରେ ପାଲୁରୁ ନିଜ ଗାଁକୁ ଫେରୁଥିଲେ। ପୋଲିସ ଏହି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନେକା ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ସମନ ଜାରି…

ନୂଆଦିଲ୍ଲୀ, ୧୫।୫ : ଭେଟେରିନାରୀ ଆସୋସିଏଶନ ଅଫ ଇଣ୍ଡିଆ ଦ୍ୱାରା ଦାଖଲ ହୋଇଥିବା ମାନହାନି ମକଦ୍ଦମା ଉପରେ ଦିଲ୍ଲୀ ହାଇକୋର୍ଟ ଭାଜପା ଏମ୍‌ପି ମାନେକା ଗାନ୍ଧୀଙ୍କୁ...

ଚାଷୀ ଆନ୍ଦୋଳନରୁ ଅଲଗା ହେଲେ ଦୁଇ ପ୍ରମୁଖ ସଂଗଠନ

ନୂଆଦିଲ୍ଲୀ,୨୭ା୧- ଦେଶର ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ଯୋଗୁ ଚାଷୀ ଆନ୍ଦୋଳନରୁ ଅଲଗା ହୋଇଛନ୍ତି ଦୁଇ ପ୍ରମୁଖ ସଂଗଠନ। ରାଷ୍ଟ୍ରୀୟ କିଷାନ ମଜଦୁର ସଂଗଠନ...

ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ

ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ...

ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ...

ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁପ୍ରିମ୍‌କୋର୍ଟରେ ମାନିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ନୂଆ କରୋନା ଆକ୍ରାନ୍ତଙ୍କ...

ଦୈନିକ ସଂକ୍ରମଣ ୫୦୧…

ନୂଆଦିଲ୍ଲୀ, ୧୬।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୮ ହଜାର...

ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ଶେଷ ପ୍ରଚାର

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶ ବିଧାନସଭାର ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ। ଏନେଇ ପ୍ରମୁଖ ଦଳ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ୨୦ରେ...

ପୂର୍ବତନ କଂଗ୍ରେସ ମନ୍ତ୍ରୀ ସାଧୁ ସିଂ ଧର୍ମସୋତ ଗିରଫ

ଚଣ୍ଡିଗଡ଼,୭ ।୬: ପଞ୍ଜାବର ପୂର୍ବତନ କଂଗ୍ରେସ ମନ୍ତ୍ରୀ ସାଧୁ ସିଂ ଧର୍ମସୋତଙ୍କୁ ଗିରଫ କରାଯାଇଛି । ଏକ ଭ୍ରଷ୍ଟାଚାର ମାମଲାରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ...

Advertisement
Archives

Model This Week