Odisha Elections 2024

ଦକ୍ଷିଣ ଆଫ୍ରିକାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨୦ ମୃତ…

ଜୋହାନ୍ସବର୍ଗ,୧୮।୯ : ଦକ୍ଷିଣ ଆଫ୍ରିକାରେ ଏକ ବଡ଼ ଦୁର୍ଘଟଣା ଘଟି ୨୦ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତ ବ୍ୟକ୍ତି ହେଉଛନ୍ତି ଖଣି କମ୍ପାନୀ ଡି ର୍ବିସର କର୍ମଚାରୀ। ବୈଦେଶିକ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଆଫ୍ରିକାର ଉତ୍ତର ପ୍ରଦେଶର ଲିମ୍ପୋପୋର ପରିବହନ ଅଧିକାରୀ ଭୋଙ୍ଗାନି ଚାଉକ କହିଛନ୍ତି ଦେଶର ବୃହତ୍ତମ ହୀରା ଖଣି ଭେନେଜିଆର କର୍ମଚାରୀମାନେ ବସରେ ଯାଉଥିଲେ ।

ବସଟି ଖଣିଠାରୁ ମାତ୍ର ୨୫ କିଲୋମିଟର ଦୂରରେ ଥିବା ମୁସିୟାନ ଗ୍ରାମରେ ପହଞ୍ଚିଥିଲା ଯେତେବେଳେ ଏକ ଲରି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ତେବେ ବସ ଏବଂ ଲରି ମଧ୍ୟରେ ଧକ୍କା ହେବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।
ଭେନେସିଆ ଖଣି ବୋତ୍ସୱାନା ଏବଂ ଜିମ୍ବାୱେ ସୀମାରେ ଅବସ୍ଥିତ। ଡି ର୍ବିସ ଗ୍ରୁପ ଦ୍ୱାରା ୩୦ବର୍ଷରୁ ଅଧିକ ସମୟ ଧରି ଏହି ଖଣି ପରିଚାଳିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲା ପାକିସ୍ତାନ, ଭାରତକୁ କଲା ଏମିତି ଅନୁରୋଧ

ଇସଲାମାବାଦ୍‌,୧୮।୩: ପାକିସ୍ତାନ ସରକାର ଭାରତ ସହ ସମ୍ପର୍କକୁ ନେଇ ନ୍ୟାଶନାଲ୍‌ ଆସେମ୍ଭଲିରେ ଏକ ଲିଖିତ ଉତ୍ତର ଦେଇଛନ୍ତି। ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନର...

୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ

ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ...

ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି

ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ...

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା...

ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ

ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା...

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ...

ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ

କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ...

ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ

ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri