ଭୋଟବାକ୍ସରେ ବନ୍ଦ ହେଲା ୫୧୫ ପ୍ରାର୍ଥୀଙ୍କ ଭାଗ୍ୟ

କୋକସରା,୨୦ା୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ରବିବାର ଶେଷ ହୋଇଛି । ସକାଳ ୭ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତଦାନ ହୋଇଥିବା ଜଣାପଡିଛି।

ସୂଚନା ମୁତାବକ, କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ୮୭ ହଜାର ୮୩୯ ଭୋଟର ରହିଥିବା ବେଳେ ୭୦ ହଜାର ୬୧୬ ମତଦାତା ୨୫୬ଟି ବୁଥରେ ୧୨୩ ସରପଞ୍ଚ, ୯୬ ସମିତି ସଭ୍ୟ, ୨୮୩ ୱାର୍ଡ ସଭ୍ୟ ଏବଂ ୩ଟି ଜୋନର ୧୩ଜଣ ଜିଲା ପରିଷଦ ସଭ୍ୟଙ୍କ ପାଇଁ ମତଦାନ କରିଥିଲେ। କନ୍ଦାବୁଟୁରା ପଞ୍ଚାୟତ ତୁନଗାଁର ୫ଟି ବୁଥ ଓ ଆମପାଣି ପଞ୍ଚାୟତର କୁଟୁରୁ ଗ୍ରାମର ଗୋଟିଏ ବୁଥରେ ମତଦାତା ଭୋଟ ବର୍ଜନ କରିଛନ୍ତି।

ବ୍ଲକରେ ୮୦.୩୯ % ମତଦାନ ହୋଇଥିବା କୋକସରା ବିଡିଓ ତଥା ନିର୍ବାଚନ ଅଧିକାରୀ ମନୀସା ଦାସ ସୂଚନା ଦେଇଛନ୍ତି । ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri