ଭୋଟବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ବନ୍ଦ

ଝାରସୁଗୁଡ଼ା ଅଫିସ,୧୯ା୨: ଝାରସୁଗୁଡ଼ା ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହାର ୮୫.୧୪ ପ୍ରତିଶତ ରହିଛି। କୋଲାବିରା ବ୍ଲକ୍‌ରେ ୮୭,୬୯% ରହିଥିବାବେଳେ ଲଖନପୁର ବ୍ଲକ୍‌ରେ ୮୨.୫୯% ରହିଛି। ନିର୍ବାଚନ ଶେଷ ହେବାପରେ ଭୋଟ୍‌ବାକ୍ସ ଷ୍ଟ୍ରଙ୍ଗରୁମ୍‌ରେ କଡା ସୁରକ୍ଷା ମଧ୍ୟରେ ରଖାଯାଇଛି। ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜିଲାର ୨୦୪୪ଜଣ ଜିଲାପରିଷଦ, ସରପଞ୍ଚ, ସମିତିସଭ୍ୟ ଓ ଓ୍ବାର୍ଡମେମ୍ବର ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି। ଏହିସବୁ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟ୍‌ବାକ୍ସରେ ବନ୍ଦହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟକୁ ମନ୍ଦିର ସହ ତୁଳନା କଲେ ପୀଡ଼ିତାଙ୍କ ମା’ ବାପା : ଏଭଳି ସବୁ ଦୋଷୀଙ୍କୁ ଫାଶୀ ମିଳୁ

ଅନୁଗୋଳ ଅଫିସ, ୨୭।୭ – ଅନୁଗୋଳ ସହର ଉପକଣ୍ଠରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟକୁ ସବୁ ମହଲରେ ସ୍ବାଗତ କରାଯାଇଛି।...

ଯୁବ ବ୍ୟବସାୟୀ ହତ୍ୟା ଘଟଣା: ଅନ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଘେରାଉ

ତିହିଡ଼ି,୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଜାମଯୋଡ଼ି ପଞ୍ଚାୟତ ଅଧୀନ ଅମୃତପୁର ଗ୍ରାମର ରତ୍ନାକର ଖୁଣ୍ଟିଆ ନାମକ ଜଣେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ଅନ୍ୟ...

କ୍ଷତିପୂରଣ ଦାବି କଲେ ଚାଷୀ

ଭଦ୍ରକ ଅଫିସ, ୨୮ା୫- ବାତ୍ୟା ଅମ୍ଫନ୍‌ ଓଡ଼ିଶାରେ ଅତ୍ୟନ୍ତ କ୍ଷତିଗ୍ରସ୍ତ କରିଛି। ମୁଖ୍ୟତଃ ଏହାଦ୍ୱାରା ଚାଷୀ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଭଦ୍ରକ ଜିଲାର ଚାଷୀ, କୃଷି...

ଡିସେମ୍ବରରୁ ‘ଗଜରକ୍ଷା,ଜନସୁରକ୍ଷା’

ଢେଙ୍କାନାଳ ଅଫିସ, ୧୦।୧୧: ହାତୀ-ମଣିଷ ସଂଘର୍ଷ ଅପବାଦର କଳଙ୍କ ଲିଭାଇବାକୁ ପୁଣି ଥରେ ପ୍ରୟାସ ଆରମ୍ଭ କରିଛି ଢେଙ୍କାନାଳ ବନ ବିଭାଗ। ଜନବସତିମୁହଁା ହାତୀପଲ ଏବଂ...

ହସ୍ପିଟାଲ, ଆର୍‌ଟିଓ ଅଫିସରୁ ୧୦ ଦଲାଲ ଅଟକ

ବଲାଙ୍ଗୀର ଅଫିସ,୨୬।୯: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ଏବଂ ଆରଟିଓ ଅଫିସରୁ ଗୁରୁବାର ୧୦ ଦଲାଲଙ୍କୁ ପୋଲିସ ଅଟକ ରଖିଛି । ପୂର୍ବାହ୍ନରେ ବଲାଙ୍ଗୀର...

ନୃସିଂହନାଥ ମନ୍ଦିରରେ କଟକଣା

ପାଇକମାଳ,୧୭।୩(ଡି.ଏନ.ଏ) ବରଗଡ଼ ଜିଲାର ଅନ୍ୟତମ ତୀର୍ଥକ୍ଷେତ୍ର ପାଇକମାଳ ବ୍ଲକ ନୃସିଂହନାଥ ମନ୍ଦିରରେ ପ୍ରଥମଥର ପାଇଁ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। କରୋନା ଭାଇରସ...

ମୃତ କୋଭିଡ୍‌ ଆକ୍ରାନ୍ତଙ୍କ ମୋବାଇଲ ଫୋନ୍‌ , ଟଙ୍କା ଲୁଟ୍‌

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ ନାମରେ ପୁଣି ଅଭିଯୋଗ ଆଣିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ। ସୋମବାର ମୃତ କରୋନା ରୋଗୀ ମଧୁସୂଦନ...

ଭିଜିଲାନ୍ସ ଜାଲରେ ଏସ୍‌ଆଇ

କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍‌ ଟ୍ରାନ୍ସପୋର୍ଟ ଫିଟର୍‌ ଏସ୍‌ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ...

Advertisement
Archives

Model This Week