ରବିବାର ପଞ୍ଜାବରେ ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

ଚଣ୍ଡିଗଡ଼,୧୯।୨ : ରବିବାର ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ରାଜ୍ୟର ୧୧୭ ବିଧାନସଭା ଆସନରେ ସକାଳ ୮ଟାଠାରୁୂ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ମତଦାନ ହେବ। ରାଜ୍ୟରେ ୯୩ ମହିଳା ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

ମାର୍ଚ୍ଚ ୧୦ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ନିର୍ବାଚନ ମଇଦାନରେ ଚଳିତ ଥର ବହୁକୋଣୀୟ ପ୍ରତିଦ୍ୱନ୍ଦ୍ୱିତା ହେବାର ସମ୍ଭାବନା ରହିଛି। କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ସଳରୀ ପ୍ରଦର୍ଶନ ନେଇ ଆଶାବାଦୀ ରହିଥିବା ବେଳେ ଦଳରୁ ବାହାରି ଭାଜପା ସହିତ ମେଣ୍ଟ କରିଥିବା କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ଯୋଗୁ ଭୋଟର ବିଭକ୍ତିକରଣ ହେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

ସେହିପରି ଆମ୍‌ ଆଦ୍‌ମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନ୍‌ଙ୍କୁ ବିଶେଷ ସଫଳତା ମିଳିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଅଧିବେଶନ ଡାକିବାର କାରଣ କହି ପାରୁ ନାହାନ୍ତି ମୁଖ୍ୟମନ୍ତ୍ରୀ: ରାଜ୍ୟପାଳ

ଜୟପୁର,୩୦।୭: ରାଜସ୍ଥାନ ରାଜନୀତିକୁ ନେଇ ଏବେବି ଚର୍ଚ୍ଚା ଥମି ନାହିଁ। ଇତିମଧ୍ୟରେ ରାଜ୍ୟପାଳ କଲରାଜ ମିଶ୍ର ଏକ ସ୍ବତନ୍ତ୍ର ସାକ୍ଷାତ୍‌କାରରେ କହିଛନ୍ତି, ଏବେବି ରାଜସ୍ଥାନ ରାଜନୀତି...

ହାଥରସ ମାମଲା: ୟୁପି ସରକାରଙ୍କୁ ଯାଞ୍ଚ ରିପୋର୍ଟ ଦେଲା ଏସ୍‌ଆଇଟି

ହାଥରସ,୨ ।୧୧: ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ଯାଞ୍ଚ କରୁଥିବା ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଆଇଟି) ସୋମବାର ଏହାର ଯାଞ୍ଚ ରିପୋର୍ଟ ଉତ୍ତର ପଦେଶ ସରକାରଙ୍କୁ ଦେଇଛନ୍ତି...

ଭାରତ ଯାହା କିଣିବ ରୁଷିଆ ଦେବ

ନୂଆଦିଲ୍ଲୀ,୨ା୪: ୟୁକ୍ରେନ୍‌ ଆକ୍ରମଣ ପରିପ୍ରେକ୍ଷୀରେ ମସ୍କୋ ବିରୋଧୀ ଆଭିମୁଖ୍ୟ ଗ୍ରହଣ ପାଇଁ ନୂଆଦିଲ୍ଲୀ ଉପେରେ ଚାପ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ସନ୍ଧ୍ୟାରେ...

ମୋଦି ଉପନାମ ମାମଲା: ସୁରଟ ସେସନ୍ସ କୋର୍ଟରେ ରାହୁଲଙ୍କ ଆବେଦନ ଖାରଜ…

ସୁରଟ,୨୦।୪ : ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁରଟ ସେସନ୍ସ କୋର୍ଟରୁ ବଡ଼ ଝଟକା ପାଇଛନ୍ତି। ରାହୁଲଙ୍କ ଆବେଦନକୁ କୋର୍ଟ ଖାରଜ କରିଛନ୍ତି। ରାହୁଲ ତାଙ୍କ...

ପରଲୋକରେ ଗୁଜୁରାଟୀ ଗାୟକ ମହେଶ କାନୋଡିଆ

ଗାନ୍ଧୀନଗର, ୨୫।୧୦- ଗୁଜୁରାଟୀ ଗାୟକ ତଥା ଭାଜପାର ପୂର୍ବତନ ଏମପି ମହେଶ କାନୋଡିଆଙ୍କ ରବିବାର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ମହେଶ ଗୁଜୁରାଟର ଗାନ୍ଧୀନଗରରେ...

ମାୟାବତୀଙ୍କ ବଂଶବାଦ: ଭାଇ ପୁତୁରାଙ୍କୁ ଗୁରୁ ଦାୟିତ୍ୱ

ଲକ୍ଷ୍ନୌ,୨୩।୬: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଅଧ୍ୟକ୍ଷତାରେ ରବିବାର ଦଳୀୟ କର୍ମକର୍ତ୍ତାଙ୍କ ଏକ ବୈଠକ ଅନୁଷ୍ଠୀତ ହୋଇଯାଇଛି। ବୈଠକରେ ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏଥିରେ...

ଓ୍ବାଇଏସ୍‌ଆର୍‌ସି ନେତାଙ୍କୁ ଛୁରିଭୁସି ହତ୍ୟା

ଶ୍ରୀକାକୁଲମ,୭।୧୨: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ନିକଟରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିର ଜଣେ ନେତାଙ୍କୁ ମଙ୍ଗଳବାର ହତ୍ୟା କରାଯାଇଛି। ବରତମ ରାମଶେଶୁ(୫୨) ଗାରା ଏମ୍‌ପିପିର ଉପସଭାପତି ଏବଂ ଶ୍ରୀକାକୁଲମ...

ଭାଜପାରେ ସାମିଲ ହେଲେ ଏହି ସ୍ବର୍ଣ୍ଣ ବିଜୟିନୀ ମହିଳା ଶୁଟର୍‌

ନୂଆଦିଲ୍ଲୀ, ୪।୧୦: ବିହାର ନିର୍ବାଚନ ପୂର୍ବରୁ ଦିଗଂବତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଗ୍‌ବିଜୟ ସିଂଙ୍କ ଝିଅ ତଥା ଜାତୀୟସ୍ତରର ମହିଳା ଶୁଟର୍‌ ଶ୍ରେୟାସୀ ସିଂ ଭାଜପାରେ ସାମିଲ...

Advertisement
Archives

Model This Week