Posted inଜାତୀୟ

୩୧୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

କୋଲକାତା,୧୭।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ଶନିବାର ଭୋଟିଂ ଜାରି ରହିଛି। ୬ଟି ଜିଲାର ୪୫ଟି ବିଧାନସଭା ଆସ ପାଇଁ ମତଦାନ କରାଯାଉଛି। ୩୧୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ଆସନ୍ତା ମେ ୨ରେ ପ୍ରକାଶ ପାଇବ। ପଞ୍ଚମ ପର୍ଯ୍ୟାୟରେ ୩୯ ଜଣ ମହିଳା ପ୍ରାର୍ଥୀ ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ୧୦୭୧ କମ୍ପାନୀ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏପ୍ରିଲ୍‌ ୨୨ରେ ପଶ୍ଚିମବଙ୍ଗରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟରେ ଉଦ୍ଧବ ସରକାର: ଡାକିଲେ ବିଧାୟକ ଦଳର ଜରୁରୀ ବୈଠକ

ମୁମ୍ବାଇ,୨୧।୬: ପୁଣି ମହାରାଷ୍ଟ୍ରରେ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କ୍ୟାବିନେଟ୍‌ ମନ୍ତ୍ରୀ ଏକନାଥ ସିନ୍ଦେ ସୋମବାର ସାଠାରୁ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ନାହାଁନ୍ତି।...

ରେକର୍ଡ ଭାଙ୍ଗୁଛି କରୋନା: ଦିନକୁ ୮୦ ହଜାର ହେବାକୁ ଯାଉଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଶ୍ରୀନଗର, ୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ନୂଆ ଦଳର ଏଣ୍ଟ୍ରି

କୋଲକାତା,୨୧।୧- ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନର ମାସେ ପୂର୍ବରୁ ରାଜ୍ୟରେ ଉଭା ହୋଇଛି ଏକ ନୂଆ ରାଜନୈତିକ ଦଳ। ଫୁରଫୁରା ଶରିଫ ଦରଘାର ଧର୍ମ ପ୍ରଚାରକ...

ମାଡି ଚାଲିଛି କରୋନା: ଦିନକରେ ୩.୬୮ ଲକ୍ଷ ସଂକ୍ରମିତ, ୩,୪୧୭ ମୃତ

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ...

ଏଲ୍‌ଓସିରେ ଅନୁପ୍ରବେଶ କମିଛି…

ନୂଆଦିଲ୍ଲୀ, ୨୭।୪ : ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା ଏଲଓସିରେ ଅନୁପ୍ରବେଶ ଏବଂ ଆତଙ୍କବାଦ ହ୍ରାସ ପାଇଛି । ଏସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁୂ...

ବାପାଙ୍କ ମୁକ୍ତି ଲାଗି ସୁପ୍ରିମକୋର୍ଟ ଗଲେ ୨ନାବାଳକ

ନୂଆଦିଲ୍ଲୀ,୧।୫: କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶ୍ନ କରି...

ନେହେରୁଙ୍କ ଭାରତର ଅଧା ଏମ୍‌ପି ଦାଗୀ

ନୂଆଦିଲ୍ଲୀ,୧୮ା୨: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଙ୍ଗ୍‌ ପାର୍ଲାମେଣ୍ଟରେ ଉଦ୍‌ବୋଧନ ଦେବାବେଳେ ‘ନେହେରୁ ଇଣ୍ଡିଆରେ ଏମ୍‌ପିମାନଙ୍କ ଅପରାଧ ରେକର୍ଡ’ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ଏହାକୁ...

ଗୋଗୋଇଙ୍କ କାର୍ଯ୍ୟକାଳର ଶେଷ ଦିନ: ମାତ୍ର ୩ ମିନିଟ୍‌ରେ ୧୦ଟି ମାମଲାରେ ନୋଟିସ ଜାରି

ନୂଆଦିଲ୍ଲୀ,୧୫।୧୧:ନିଜ କାର୍ଯ୍ୟକାଳର ଶେଷ ଦିନରେ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ କିଛି ସମୟ ପାଇଁ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଭାର ସମ୍ଭାଳିଛନ୍ତି। ପରମ୍ପରା ଅନୁସାରେ ସିଜେଆଇ...

Advertisement
Archives

Model This Week