ପାକିସ୍ତାନକୁ ଝଟ୍‌କା

ଇସ୍‌ଲାମାବାଦ,୧୨ ।୧୦: ଫାଇନାନାସିଆଲ୍ ଆକ୍ସନ ଟାସ୍କ ଫୋର୍ସ(ଏଫ୍‌ଏଟିଏଫ୍‌)ବୈଠକର କିଛି ସପ୍ତାହ ପୂର୍ବରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ବଡ ଝଟକା ଲାଗିଛି । ମନି ଲଣ୍ଡ୍ରିଂ ଓ ଟେରର ଫଣ୍ଡିଂ ବିରୋଧରେ ପାକିସ୍ତାନ ଦ୍ୱାରା କରାଯାଉଥିବା ଉପାୟ ପର୍ଯ୍ୟାପ୍ତ ନୁହେଁ । ଏଫ୍‌ଏଟିଏଫ୍‌ର କ୍ଷେତ୍ରୀୟ ଅଧିକାରୀ ପାକିସ୍ତାନକୁ ଏହା୍‌ସହ ଫଲୋ ଅପ୍ ତାଲିକାରେ ରଖିଛନ୍ତି । ସୂଚନାଯୋଗ୍ୟ, ୨୧-୨୩ ଅକ୍ଟୋବର ମଧ୍ୟରେ ଏଫ୍‌ଏଟିଏଫ୍‌ର ବୈଠକ ଅନୁଷ୍ଠିତ ହେବାର ଅଛି । ତା’ପୂର୍ବରୁ ପାକିସ୍ତାନକୁ ଏହା ଏକ ଝଟକା ବୋଲି କୁହାଯାଉଛି । ଡନ୍ ର ରିପୋର୍ଟ ଅନୁଯାୟୀ, ଏସିଆ ପାସିଫିକ ଗୁପ୍‌(ଏପିଜି) ଆଧାରରେ ଟେରର ଫଣ୍ଡିଂ ଓ ମନି ଲଣ୍ଡ୍ରିଂକୁ ଶେଷ କରିବାକୁ ଏଫ୍‌ଏଟିଏଫ୍ ପକ୍ଷରୁ ଦିଆଯାଇଥିବା ଟେକନିକର ବ୍ୟବହାର ପାକିସ୍ତାନ୍ ଖୁବ୍ କମ୍ କରିଛି । ଏପିଜି କହିଛି ପାକିସ୍ତାନ ଏଫ୍‌ଏଟିଏଫ୍ ପକ୍ଷରୁ ଦିଆଯାଇଥିବା ୪୦ ସୁପାରିଶ ମଧ୍ୟରୁ କେବଳ ୨ଟିରେ କାମ କରିଛି । ଏହାକୁ ଦେଖି ଏପିଜି ଘୋଷଣା କରିଛି ଯେ ପାକିସ୍ତାନ ଏନହାନ୍ସଡ ଫଲୋ ଅପ୍ ଲିଷ୍ଟରେ ରହିବ । ଏହାସହ ସମସ୍ତ ୪ ସୁପାରିଶ ଉପରେ ପାକିସ୍ତାନୁ ରିପୋର୍ଟ ମଗାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri