ପାକିସ୍ତାନରେ ଖୋଲାଖୋଲି ବୁଲୁଛନ୍ତି ହିଜବୁଲର ମୁଖ୍ୟ ସଲାଉଦ୍ଦିନ

ଇସଲାମାବାଦ,୨୫ ।୨: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ତା’ର ପୂର୍ବ ପ୍ରକୃତିକୁ ଛାଡି ପାରୁ ନାହିଁ । ବିଶ୍ୱ ସଙ୍ଗଠନର ବହୁ ପ୍ରତିବନ୍ଧକ ପରେ ବି ଏଠାରେ ସଡ଼କରେ ଖୋଲାଖୋଲି ଭାବେ ବୁଲୁଛନ୍ତି ଆତଙ୍କବାଦୀ । ନିକଟରେ ଆତଙ୍କବାଦୀ ସଙ୍ଗଠନ ହିଜବୁଲ ମୁଜାହିଦ୍ଦିନର ମୁଖ୍ୟ ସଲାଉଦ୍ଦିନ ଖୋଲା ବୁଲୁଥିବା ଦେଖାଯାଇଛି । ମିଡିଆ ରିପୋର୍ଟରୁ ଜଣାପଡିଛି କି ସଲାଉଦ୍ଦିନଙ୍କୁ ପାକିସ୍ତାନର ରାୱଲପିଣ୍ଡିରେ ଏକ ସାର୍ବଜନିକ କାର୍ଯ୍ୟକ୍ରମରେ ଦେଖାଯାଇଛି । ଏବେ ଏହାକୁ ନେଇ ଫାଇନାନସିୟାଲ ଆକ୍ସନ ଟାସ୍କ ଫୋର୍ସ(ଏଫଏଟିଏଫ)ର କଡା ଟିପ୍ପଣି ସାମ୍ନାକୁ ଆସିଛି । ଏଫଏଟିଏଫ ସ୍ପଷ୍ଟ କରିଛି କି ଆତଙ୍କବାଦ ବିତ୍ତପୋଷଣ ବିରୋଧରେ ପାକିସ୍ତାନର ପ୍ରତିବଦ୍ଧତା ଓ କାର୍ଯ୍ୟକ୍ରମ ଉପରେ ସଙ୍ଗଠନ କଡା ନଜର ରଖିଛି ।
ସୂଚନାଯୋଗ୍ୟ, ଗତବର୍ଷ ଏଫଏଟିଏଫ ପାକିସ୍ତାନକୁ ଗ୍ରେ ଲିଷ୍ଟରୁ ବାହାର କରି ଦେଇଥିଲା । ସେତେବେଳେ ପାକିସ୍ତାନ ଏଫଏଟିଏଫକୁ ଦୁଇଟି କାର୍ଯ୍ୟଯୋଜନାକୁ ଲାଗୁ କରିବାକୁ କଥା ଦେଇଥିଲା । ଏଥିରେ ଥିଲା ଆତଙ୍କବାଦ ପଣ୍ଡିଂ ରୋକିବା ଓ ଆତଙ୍କ ବିରୋଧି ବିତ୍ତପୋଷଣ ଉପରେ ଲଗାମ ଲଗାଇବା ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri