ବାପା-ଝିଅଙ୍କୁ ଛୁରାମାଡ଼

ବ୍ରଜରାଜନଗର,୧୮ା୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ରବିବାର ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଛୁରାମାଡ଼ ହୋଇଛି। ଏଥିରେ ବାପାଝିଅ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଓରିଏଣ୍ଟ ଥାନା ଅଧିକାରିଣୀ ରୋଜାଲିନ ପଟେଲଙ୍କ ସୂଚନା ଅନୁଯାୟୀ, ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟ ସମୁଖରେ ଅଞ୍ଜନି ପ୍ରସାଦ ଓ ତାଙ୍କ ଝିଅ ଜଳଖିଆ ଦୋକାନ ଖୋଲିଛନ୍ତି। ଗଜପତି ନଗରରେ ରହୁଥିବା ରାଧେ ନାମଦେଓ ପହଞ୍ଚି ଜଳଖିଆ ମାଗିଥିଲେ। ଜଳଖିଆ ଦେବାରେ ସାମାନ୍ୟ ବିଳମ୍ବ ହେବାରୁ ରାଧେ ପାଖରେ ରଖିଥିବା ଛୁରିରେ ବାପାଝିଅଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ଓରିଏଣ୍ଟ ଥାନାରେ ଏକ ମାମଲା(ନଂ. ୩୫/୨୪) ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି। ରାଧେ ଫେରାର ଅଛନ୍ତି। ସୂଚନାଯୋଗ୍ୟ, ରାଧେଙ୍କ ନାମରେ ବ୍ରଜରାଜନଗର ଓ ଓରିଏଣ୍ଟ ଥାନାରେ ୩୦ରୁ ଅଧିକ ମାମଲା ରହିଛି। ସେ ଏକ ମାମଲାରେ ଜେଲରେ ଥିବା ବେଳେ ଦୁଇମାସ ତଳେ ଜାମିନରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri