ଭାଲୁ ଆକ୍ରମଣରେ ବାପା-ପୁଅ ଗୁରୁତର

କେନ୍ଦୁଝର,୧୯।୪(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତ ସତେଇଭଞ୍ଜ ପାହାଡ ପାଶର୍‌ବ ନିକଟବର୍ତ୍ତୀ ଶ୍ରୀ ଜଗନ୍ନାଥ କାରଖାନା ରାସ୍ତା ସମ୍ମୁଖରେ ବୁଧବାର ଭାଲୁ ଆକ୍ରମଣରେ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ କାଉଁରୀକଳା ପଞ୍ଚାୟତ ଖୁଣ୍ଟାପଡା ଗ୍ରାମର ଦୁଲ୍ଲଭ ମୁଣ୍ତା(୪୫) ସାନପୁଅ ଜେମସ ମୁଣ୍ତା(୮)। ବଡପୁଅ ତୁଷାର ମୁଣ୍ତା(୧୨)ପ୍ରାଣ ବିକଳରେ ଦୌଡି ପଳାଇବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୂଚନାଯୋଗ୍ୟ, ଝୁମ୍ପୁରା ସ୍ଥିତ ଅର୍ଶଳାରୁ ଜଙ୍ଗଲ ରାସ୍ତାଦେଇ ଚାଲିଚାଲି ଘରକୁ ଯାଉଥିଲେ। ସେହିସମୟରେ ଦୁଇଟି ଭାଲୁ ଜଙ୍ଗଲରୁ ବାହାରି ରାସ୍ତା ଅତିକ୍ରମ କରିଯାଉଥିବା ବେଳେ ପ୍ରଥମେ ଏକ ଭାଲୁ ଜେମସ ମୁଣ୍ତାଙ୍କୁ ଆକ୍ରମଣ କରିଥିଲା। ତେବେ ଜେମସକୁ ରକ୍ଷା କରିବାକୁ ଯାଇ ଏମାନେ ମଧ୍ୟ ଭାଲୁ ହାବୁଡରେ ପଡିଯାଇଥିଲେ। ସେହି ସମୟରେ ଏକ ବାଇକ୍‌ ଆରୋହୀ ଆସୁଥିବାରୁ ଦୁଇଭାଲୁ ଘଟଣାସ୍ଥଳରୁ ଚାଲିଯାଇଥିଲେ। ଆହତ ବାପା ପୁଅଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏହି ସମ୍ପର୍କରେ ପଳାସପଙ୍ଗା ଫରେଷ୍ଟର ଜୟକୃଷ୍ଣ ଦାସଙ୍କୁ ପଚାରିବାରୁ ଗୁରୁତରଙ୍କୁ ବନବିଭାଗ ପକ୍ଷରୁ ତୁରନ୍ତ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri