ସୋନମ ମା’ ହେବାକୁ ଯାଉଥିବା ଜାଣିବା ପରେ କାନ୍ଦି ପକାଇଥିଲେ ଅନିଲ

ମୁମ୍ବାଇ: ବଲିଉଡ ନାୟିକା ସୋନମ କପୁର ଏବେ ତାଙ୍କ ପ୍ରେଗନେନସି ପିରିୟଡକୁ ଏନଜୟ କରୁଛନ୍ତି । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ନାୟିକା ସମୟ ସମୟରେ ଭିନ୍ନ ଭିନ୍ନ ଫଟୋ ଅପଲୋଡ କରି ପ୍ରଶଂସକଙ୍କ ମନ ଜିଣୁଛନ୍ତି । ଅଭିନେତ୍ରୀ କିଛିଦିନ ତଳେ ଏହି ଖୁସି ଖବର ତାଙ୍କ ପ୍ରଶଂସକଙ୍କ ସହ ଶେୟାର କରିଥିବା ବେଳେ ଏବେ ସୋସିଆଲ ମିଡିଆରେ ତାଙ୍କ ପାଖକୁ ଛୁଟିିଛି ଶୁଭେଚ୍ଛାର ସୁଅ । ପ୍ରତିଦିନ କମେଣ୍ଟ ବକ୍ସରେ ସୋନମଙ୍କ ପାଇଁ ଆସୁଛି ଶୁଭେଚ୍ଛା ବାର୍ତ୍ତା ।
ତେବେ ସୋନମ ମା’ ହେବା ଜଣାପଡିବା ପର ସବୁଠାରୁ ଅଧିକ ଖ୍ରୁସି ହୋଇଥିଲେ ତାଙ୍କ ପିତା ଅନିଲ କପୁର । ନିକଟରେ ମୁଭି ‘ଜୁଗ ଜୁଗ ଜିୟୋ’ର ପ୍ରମୋଶନ ସମୟରେ ନିଜେ ଅନିଲ ଏହା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେତେବେଳେ ମୁଁ ଶୁଣିଲି ଯେ ମୁଁ ନାନା ହେବାକୁ ଯାଉଛି, ସେତେବେଳେ ମୁଁ କାନ୍ଦି ପକାଇଥିଲି । ମୋ ଆଖିରେ ଆପଣଛାଏଁ ଲୁହ ଚାଲିଆସିଥିଲା, ଯାହାଥିଲା ଆନନ୍ଦର ଅଶ୍ରୁ । ଏଥିରୁ ସ୍ପଷ୍ଟ ଭାବେ ବାରି ହୋଇ ପଡୁଛି ଯେ ନାନା ହେବାକୁ କିଭଳି ଭାବେ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଥିଲେ ବଲିଉଡର ଏହି ଏଭରଗ୍ରୀନ ହିରୋ ଅନିଲ କପୁର ।
ଅନିଲ କପୁରଙ୍କ ମୁଭି ‘ଜୁଗ ଜୁଗ ଜିୟୋ’ ନିକଟରେ ରିଲିଜ୍ ହୋଇଥିବା ବେଳେ ଏହା ବକ୍ସ ଅଫିସରେ ଭଲ କଲେକ୍ସନ କରିଛି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁ ପରେ ପୁଣି ୫୪ ବର୍ଷରେ ବିବାହ କରିଥିଲେ ଏହି ଅଭିନେତ୍ରୀ

ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ବିଦ୍ୟା ସିହ୍ନା ଅନ୍ୟତମ। ସେ ହିନ୍ଦୀ ସିନେମାର ଜଣେ ପ୍ରମୁଖ ଅଭିନେତ୍ରୀ ଥିଲେ। ଏହାସହ ବିଦ୍ୟା ବହୁତ କମ ବୟସରୁ...

ବ୍ରେକ୍‌ଅପ୍‌ର ୨ବର୍ଷ ପରେ ପୁଣି ଏକାଠି ନଜର ଆସିଲେ ଏହି ଯୋଡ଼ି

ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଓ କାର୍ତ୍ତିକ ଆର୍ଯ୍ୟନ ପରସ୍ପରକୁ ଡେଟ୍‌ କରିଥିଲେ। ଫିଲ୍ମ ‘ଲଭ ଆଜ କଲ୍‌ -୨’ ର ଶୁୁଟିଂ ବେଳେ...

ଏହି ଅଭିନେତ୍ରୀଙ୍କୁ ବିବାହ କରିବାକୁ ଚାହୁଁଥିଲେ ବାପା

ବଲିଉଡ୍‌ ନିର୍ମାତା ତଥା ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ଅଭିନେତ୍ରୀ ଝିଅ ପୂଜା ଭଟ୍ଟ ଇତିମଧ୍ୟରେ ୪୯ ବର୍ଷର ହୋଇଯାଇଛନ୍ତି। ୨୪ ଫେବୃୟାରୀ, ୧୯୭୨ରେ ମୁମ୍ବାଇରେ ଜନ୍ମଗ୍ରହଣ...

୧୭ ବଲିଉଡ ସେଲିବ୍ରିଟିଙ୍କ ଉପରେ ଇଡ଼ି ନଜର…

ମୁମ୍ବାଇ,୧୬।୯ : ଅନଲାଇନ ବେଟିଂ ପ୍ଲାଟଫର୍ମ ମହାଦେବ ବୁକ ଆପର ପ୍ରମୋଟର ସୌରଭ ଚନ୍ଦ୍ରକର ଚଳିତ ବର୍ଷ ଫେବୃଆରୀରେ ଦୁବାଇରେ ବିବାହ କରିଥିଲେ। ଏହି ବିବାହ...

ଗୋଟିଏ ଫଟୋ ଯୋଗୁ ଜନ୍‌-ବିପାଶାଙ୍କ ମଧ୍ୟରେ ଭାଙ୍ଗିଯାଇଥିଲା ପ୍ରେମ ସମ୍ପର୍କ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବଂ ଅଭିନେତା ଜନ ଅବ୍ରହାମଙ୍କ ପ୍ରେମ ସମ୍ପର୍କ ବିଷୟରେ କାହାକୁ ଅଛପା ନାହିଁ। ଉଭୟ ଅନେକ ଦିନ ଧରି ପ୍ରେମ...

ଘର ଛାଡି ଆସିବାକୁ ଚାହୁଁନାହାନ୍ତି ରଣବୀର

ବଲିଉଡ ଅଭିନେତା ରଣବୀର କପୁର ଆଜିକାଲି ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ତୁ ଝୁଠି ମେଁ ମକ୍କାର’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ରଣବୀର କୋଲକାତାରେ ଫିଲ୍ମର...

ମନୋଜ ବାଜପେୟୀ କରୋନା ପଜିଟିଭ

ମୁମ୍ବାଇ: ବଲିଉଡ୍ ଅଭିନେତା ମନୋଜ ବାଜପେୟୀ କରୋନାରେ ପୀଡିତ ହୋଇଥିବା ଜଣାପଡିଛି । ଦୁଇ ଦିନ ପୂର୍ବରୁ ଅଭିନେତା ରଣବୀର କପୁର ଓ ନିର୍ଦ୍ଦେଶକ ସଞ୍ଜୟ...

ବୁଲେଟ୍‌ ପ୍ରୁଫ୍‌ କାର୍‌ କିଣିଲେ ସଲମାନ୍‌

ବମ୍ବେ: ବଲିଉଡ୍‌ର ଦବଙ୍ଗ ଖାଁ ସଲମାନଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ଏଥିନେଇ ତାଙ୍କ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଉଛି। ଆଖପାଖରେ ସୁରକ୍ଷାକର୍ମୀଙ୍କ...

Advertisement
Archives

Model This Week