![](https://www.dharitri.com/wp-content/uploads/2024/12/sd-2.jpg)
![](https://www.dharitri.com/wp-content/uploads/2024/12/sd-2.jpg)
Posted inଆମ ଜିଲା ଖବର, ବାଲେଶ୍ୱର View All
![](https://www.dharitri.com/wp-content/uploads/2025/01/5-12.jpg)
ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ
ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ...
![](https://www.dharitri.com/wp-content/uploads/2025/01/p-1.jpg)
ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ
ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...
![](https://www.dharitri.com/wp-content/uploads/2025/01/bb-1.jpg)
ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ
ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍...
![](https://www.dharitri.com/wp-content/uploads/2025/01/689.jpg)
ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା
ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି।...
![](https://www.dharitri.com/wp-content/uploads/2025/01/77.jpg)
ଗଞ୍ଜାମ ଜିଲାରେ ବର୍ଦ୍ଧିତ ଭତ୍ତା ପାଇଲେ ୨୬୧୩୪ ଜଣ ହିତାଧିକାରୀ
ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ସରକାର ଲୋକଙ୍କ ହିତ ପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପେନ୍ସନ୍ ଯୋଜନା ଅନ୍ୟତମ। ଯୋଗ୍ୟ ହିତାଧିକାରୀ ତଥା ଦିବ୍ୟାଙ୍ଗ, ବିଧବା,...
![](https://www.dharitri.com/wp-content/uploads/2025/01/80-1.jpg)
୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...
![](https://www.dharitri.com/wp-content/uploads/2025/01/Php-yy.jpg)
୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା
ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ...
![](https://www.dharitri.com/wp-content/uploads/2025/01/Untitled-1-148.jpg)
ମାଟ୍ରିକ୍ ପ୍ରଶ୍ନପତ୍ରରେ ରହିବ ବାର୍କୋଡ୍
କଟକ,୧୫ା୧:(କାର୍ତ୍ତିକ ସାହୁ): ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍ ପରୀକ୍ଷା...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)