Posted inଜାତୀୟ

ଅବିବାହିତା ଝିଅଙ୍କ ପ୍ରତି କର୍ତ୍ତବ୍ୟରେ ଅବହେଳା କରିପାରିବେନି ପିତା…

ନୂଆଦିଲ୍ଲୀ, ୮।୧: ଅବିବାହିିତା ଝିଅଙ୍କ ପ୍ରତି ପିତା କର୍ତ୍ତବ୍ୟରେ ଅବହେଳା କରିପାରିବେନି। ଦିଲ୍ଲୀ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିପିନ ସାଙ୍ଗଭୀ ଏବଂ ଜସମିତ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ ପିତା ଅବିବାହିତା କନ୍ୟାଙ୍କର ଶିକ୍ଷା ଏବଂ ବିବାହ ପାଇଁ ଆବଶ୍ୟକ ଖର୍ଚ୍ଚ କରିବା ଜରୁରୀ।

କନ୍ୟାଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଖଣ୍ଡପୀଠ କହିଛନ୍ତି। ଏହା ସହିତ ସମ୍ପୃକ୍ତ ପିତାଙ୍କୁ ୨ କନ୍ୟାଙ୍କ ବିବାହ ଲାଗି ଯଥାକ୍ରମେ ୩୫ ଲକ୍ଷ ଏବଂ ୫୦ ଲକ୍ଷ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମାତାଙ୍କ ଆବେଦନ କ୍ରମେ ପିତା ପରିବାର କୋର୍ଟରେ ଯୁକ୍ତି ଦର୍ଶାଇଥିଲେ ଯେ, ମ୍ୟାରେଜ ଆକ୍ଟ ୧୯୫୫ର ଧାରା ୨୪, ୨୫ ଏବଂ ୨୬ ଅନ୍ତର୍ଗତ ସନ୍ତାନ ସାବାଳକ ହେବା ପର୍ଯ୍ୟନ୍ତ ପିତା ନିଜର କର୍ତ୍ତବ୍ୟ କରିବେ।

ତେବେ ହାଇକୋର୍ଟ ଭରଣପୋଷଣ ୧୯୫୬ ଆକ୍ଟର ଧାରା ୨୦ ଅନ୍ତର୍ଗତ ପିତା ସନ୍ତାନମାନଙ୍କର ଭରଣ ପୋଷଣା ଦାୟିତ୍ୱ କରିବା ଆବଶ୍ୟକ ବୋଲି ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri