ଚର୍ଚ୍ଚରେ ରଶି ଲଗାଇଲେ ଫାଦର

ଗୋପାଳପୁର,୪ା୭: ଗୋପାଳପୁର ହିଲ୍‌ଟପ ରୋଡରେ ଥିବା ସେଣ୍ଟ ଭିନ୍‌ସେଣ୍ଟ ଚର୍ଚ୍ଚର ଫାଦର ପ୍ରଦୀପ ସରେନ(୩୦) ଆତ୍ମହତ୍ୟା କରିଛନ୍ତି। ଗୋପାଳପୁର ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୧) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ସୁନ୍ଦରଗଡ଼ର ପ୍ରଦୀପ ଗତ ଦେଢ଼ ବର୍ଷ ହେଲା ଉକ୍ତ ଚର୍ଚ୍ଚରେ କ୍ୟାଥୋଲିକ ଫାଦର ଭାବେ କାର୍ଯ୍ୟ କରୁଥିଲେ। କୌଣସି ବିଷୟକୁ ନେଇ ସେ ଚିନ୍ତାଗ୍ରସ୍ତ ରହୁଥିଲେ। ଶନିବାର ରାତିରେ ଖାଇ ଶୋଇବାକୁ ଯାଇଥିଲେ। ରବିବାର ସକାଳେ କବାଟ ନ ଖୋଲିବାରୁ ସେଠାରେ ଥିବା ଅନ୍ୟ ଫାଦରମାନେ ଗୋପାଳପୁର ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ପ୍ରଦୀପଙ୍କ ମୃତଦେହ ଉଦ୍ଧାର କରିଥିଲା। ଘଟଣାସ୍ଥଳରୁ ପୋଲିସ ୫ ପୃଷ୍ଠାର ଏକ ସୁଇସାଇଡ୍‌ ନୋଟ ଜବତ କରିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri