ଦୁର୍ଘଟଣାରେ ଚାଲିଗଲା ବାପ, ଝିଅଙ୍କ ଜୀବନ

ବାଲିଗୁଡା,୬।୭(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଜକିକିଆ ନିକଟ ୫୯ନଂ. ଜାତୀୟ ରାଜପଥରେ ସୋମବାର ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକରେ ବସିଥିବା ବାପ, ଝିଅ ପ୍ରାଣ ହରାଇଥିବାବେଳେ ଅନ୍ୟ ବାଇକ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଚାଳକଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ପ୍ରକାଶଯେ, ପାରିଗଡ଼ରୁ ସାରଙ୍ଗ ପଞ୍ଚାୟତ ସଲାଗୁଡ଼ା ଗ୍ରାମକୁ ଏକ ବାଇକରେ ବାପା ବିପ୍ରବର ସାହୁ, ଝିଅ ବାସନ୍ତୀ ସାହୁ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବିପ୍ରବର ଓ ବାସନ୍ତୀଙ୍କ ମୃତ୍ୟୁ ଘଟିଥିଲା। ବାଲିଗୁଡା ଥାନା ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri