ଆପାର୍ଟମେଣ୍ଟର ବନ୍ଦ ଘରୁ ମିଳିଲା ବାପା-ଝିଅଙ୍କ ମୃତଦେହ: ଝିଅକୁ ମାରି…

କଟକ, ୨୮।୨: ବନ୍ଦ ଘରୁ ମିଳିଲା ବାପା ଝିଅଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି କଟରେ। କଟକ ସ୍ନେହଲତା ଆପାର୍ଟମେଣ୍ଟରୁ ବାପା ଝିଅଙ୍କ ମୃତଦେହ ମିଳିଛି। ଝିଅକୁ ମାରି ବାପା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବରପାଇ ସାଇଣ୍ଟିଫିକ ଟିମ୍‌ ସହ ବାଦାମବାଡ଼ି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ତାଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ବର୍ଷୀୟା ଝିଅ ମାନସିକ ବିକାରଗ୍ରସ୍ତ ଥିବା ସୂଚନା ମିଳିଛି।

ତେବେ କେବେ କେଉଁ ପରିସ୍ଥିତିରେ ଏଭଳି ଘଟିଛି ତାହା ଜଣାପଡ଼ି ନାହିଁ। ତଦନ୍ତ ପରେ ସବୁ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ନାକ ତଳେ ହର୍ମୁଜ ଅତିକ୍ରମ କଲା ଇରାନର ‘ସୁପର ଟ୍ୟାଙ୍କର’

ତେହରାନ,୩।୫: ଆମେରିକା ଏବଂ ଇରାନ ମଧ୍ୟରେ ସମୁଦ୍ରରେ ବର୍ତ୍ତମାନ ବିଲେଇ ଏବଂ ମୂଷାର ଏକ ବଡ଼ ଖେଳ ଚାଲିଛି। ଏକ ସାମ୍ପ୍ରତିକ ରିପୋର୍ଟ ସାରା ବିଶ୍ୱରେ ହଇଚଇ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

ମାଟ୍ରିକ ପରୀକ୍ଷାରେ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ସଫଳତା: ଛୁଟୁଛି ପ୍ରଶଂସାର ସୁଅ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସିଦ୍ଧମଠଠାରେ ଥିବା ମନୋଜ ମଜ୍ଞରୀ ଶିଶୁ ଭବନ ଦ୍ୱାରା ପରିଚାଳିତ ଏବଂ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର…

ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାରରେ ରାଜ୍ୟରେ ଷଷ୍ଠ ସ୍ଥାନରେ ନୂଆପଡ଼ା, ଜିଲା ଟପ୍ପର ହେଲେ ପୁନମ

ନୂଆପଡ଼ା,୩।୫(ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚଳିତ ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ୯୭.୮୭ ପ୍ରତିଶତ ପାସ୍‌…

‘୧୫୨-୧୧୦ ଆସନରେ ଜିତିବ ଭାଜପା, ବହୁମତ ସହ ଆମେ ଗଢିବୁ ସରକାର’, ଫଳାଫଳ ପୂର୍ବରୁ ବଡ଼ ଦାବି କଲେ ଶାହା

ନୂଆଦିଲ୍ଲୀ,୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ପରିବେଶ ଧୀରେ ଧୀରେ ତୀବ୍ର ହେବାରେ ଲାଗିଛି। ପ୍ରଥମ ପର୍ଯ୍ୟାୟରେ ରେକର୍ଡ ଭୋଟରଙ୍କ ହାର ନିର୍ବାଚନୀ ପ୍ରତିଯୋଗିତାକୁ ଆହୁରି…

ହାର ମାନିଲା ଇରାନ, ଏବେ ଶେଷ ହେବ ଯୁଦ୍ଧ? ୧୪ ସୂତ୍ରୀ ଯୋଜନାରେ ଏମିତି କ’ଣ ଅଛି ଯାହାକୁ ଦେଖି ଖୁସି ହୋଇଗଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ,୩।୫: ଫେବୃଆରୀ 2026 ରେ ଆରମ୍ଭ ହୋଇଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ସମଗ୍ର ପଶ୍ଚିମ ଏସିଆ ଅଞ୍ଚଳକୁ ଥରାଇ ଦେଇଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣର ଜବାବରେ, ଇରାନ…

ଚାଷୀଙ୍କୁ ଧାନ ଟଙ୍କା ନ ଦେବାରୁ ଗାଡ଼ି ଅଟକାଇଲେ ଚାଷୀ

ଆନନ୍ଦପୁର,୩ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବଳଦୁଆଁ ଗ୍ରାମର ଚାଷୀଙ୍କଠାରୁ ଧାନ ନେଇ ପଳାଇଯାଇଥିଲା। ୩ ମାସ ପରେ ଗାଡ଼ିକୁ ପାଇ ଅଟକାଇଛନ୍ତ ଚାଷୀ।…

ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri