ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍‌ଘାତରେ ଚାଲିଗଲା ବାପାଙ୍କ ଜୀବନ

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମଚନ୍ଦ୍ର ସାହୁ (୭୦)।
ରାମଚନ୍ଦ୍ରଙ୍କ ବଡପୁଅଙ୍କୁ ଜ୍ୱର ହେଉଥିବାରୁ କିଛିଦିନ ତଳେ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ପାତ୍ରପୁର ପଞ୍ଚାୟତ କୋଭିଡ୍‌ କେୟାର ହୋମ୍‌ରେ ରଖାଯାଇଥିଲା। ଏହି ଖବର ଶୁଣି ଗୁରୁବାର ଠାରୁ ରାମଚନ୍ଦ୍ର ଚିନ୍ତିତ ରହୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ହଠାତ୍‌ ତାଙ୍କର ମୃତ୍ୟୁ ହୋଇଥିଲା। ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ସଙ୍ଗରୋଧରେ ଥିବା ରାମଚନ୍ଦ୍ରଙ୍କ ବଡ ପୁଅଙ୍କୁ ସାମାଜିକ ଦୂରତା ରଖି ମୁଖାଗ୍ନି ଦେବା ପାଇଁ ଛାଡିବାକୁ ପରିବାର ଲୋକେ ବିଡିଓ ପ୍ରକାଶ ଚନ୍ଦ୍ର ଦାସଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ରାଜରାସ୍ତାରେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ବିଧା, ଗୋଇଠା ମାରିଲେ ଏକାଧିକ ଯୁବକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମହିଳା ଅସୁରକ୍ଷିତ। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ରାଜଧାନୀ ରାଜରାସ୍ତାରେ। ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳରେ ବୁଧବାର ସବିତା...

ଆମ୍ବୁଲାନ୍ସ ଧକ୍କାରେ ଜଣେ ମୃତ

ଠାକୁରମୁଣ୍ଡା,୧୨ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଘୁଳୁଘୁଳିଆ ଶାଳନ୍ଦୀ ସେତୁ ନିକଟରେ ସୋମବାର ସାରେ ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ବ୍ୟକ୍ତିଙ୍କ...

ଯୁବକଙ୍କ ଗଳିତ ମୃତଦେହ ଜବତ ଘଟଣା: ଅପମୃତ୍ୟୁ ହେଲା ହତ୍ୟା ମାମଲା

ବ୍ରହ୍ମପୁର ଅଫିସ,୩ା୨-ଗୋସାଣୀନୂଆଗାଁ ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁକରି ଘଟଣାର ଅନୁସନ୍ଧାନ...

ଆଜି ୫୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଭାଇର ସୁରକ୍ଷା ପାଇଁ ‘କୋଭିଡ୍‌ ରାଖୀ’

କରୋନା ମହାମାରୀ ଯୋଗୁ ପୂଜା, ପର୍ବପର୍ବାଣିରେ କଟକଣାର ଟ୍ୟାଗ୍‌ ଝୁଲୁଛି। ଉତ୍ସବ ପାଳିବାକୁ ବି ସୁଯୋଗ ମିଳୁନି। ହେଲେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଆଗକୁ ଆସୁଥିବା...

ଲକ୍‌ଡାଉନ୍‌ ପାଇଁ ସମସ୍ୟାରେ ବରିଷ୍ଠ ନାଗରିକ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ବୃଦ୍ଧି କରିଛନ୍ତି। ଏବେ ଏହି ଲକ୍‌ଡାଉନ୍‌ ପାଇଁ ଅଧିକ ସମସ୍ୟା...

ଆତ୍ମହତ୍ୟା ଏଡ଼ାଇବାକୁ ସାମଗ୍ରିକ ରଣନୀତି ଆବଶ୍ୟକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ବର୍ତ୍ତମାନ ଆତ୍ମହତ୍ୟା ପ୍ରବଣତା ଦିନକୁ ଦିନ ବଢିବାରେ ଲାଗିଛି। ପାରିବାରିକ କଳହ, ପ୍ରେମ ପ୍ରତାରଣା, ଅର୍ଥନୈତିକ ସମସ୍ୟା ଭଳି ଅନ୍ୟାନ୍ୟ କାରଣ ପାଇଁ ସେଲିବ୍ରିଟି...

ସାଉଥ୍‌ ଫିଲ୍ମ ନିର୍ମାତା ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୧୯।୭: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନାଁକରା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି।...

Advertisement
Archives

Model This Week