ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍‌ଘାତରେ ଚାଲିଗଲା ବାପାଙ୍କ ଜୀବନ

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମଚନ୍ଦ୍ର ସାହୁ (୭୦)।
ରାମଚନ୍ଦ୍ରଙ୍କ ବଡପୁଅଙ୍କୁ ଜ୍ୱର ହେଉଥିବାରୁ କିଛିଦିନ ତଳେ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ପାତ୍ରପୁର ପଞ୍ଚାୟତ କୋଭିଡ୍‌ କେୟାର ହୋମ୍‌ରେ ରଖାଯାଇଥିଲା। ଏହି ଖବର ଶୁଣି ଗୁରୁବାର ଠାରୁ ରାମଚନ୍ଦ୍ର ଚିନ୍ତିତ ରହୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ହଠାତ୍‌ ତାଙ୍କର ମୃତ୍ୟୁ ହୋଇଥିଲା। ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ସଙ୍ଗରୋଧରେ ଥିବା ରାମଚନ୍ଦ୍ରଙ୍କ ବଡ ପୁଅଙ୍କୁ ସାମାଜିକ ଦୂରତା ରଖି ମୁଖାଗ୍ନି ଦେବା ପାଇଁ ଛାଡିବାକୁ ପରିବାର ଲୋକେ ବିଡିଓ ପ୍ରକାଶ ଚନ୍ଦ୍ର ଦାସଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଖଣିଜ ପଦାର୍ଥ ପାଇଁ ଆସିବ ନୂଆ ନିୟମ: ୪ ରାଜ୍ୟ ଅନୁଧ୍ୟାନ କଲେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଟିମ୍‌

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜ୍ୟର ବାଲି, ମୋରମ, ମାଟି, ଚିପ୍‌ସ ଭଳି ଲଘୁଖଣିଜ ସମ୍ପଦ ଆଉ ମନଇଚ୍ଛା ନିଲାମ ହେବ ନାହିଁ। ଏଥିପାଇଁ ରାଜ୍ୟ ସରକାର ଏକ...

ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା

ପୁରୀ ଅଫିସ୍‌, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।...

ସାଡ଼ିଙ୍ଗିଆରେ ମାଓବାଦୀ ବ୍ୟାନର

ଫିରିଙ୍ଗିଆ,୨୭ା୬-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ପାଖ ଘାଟି ରାସ୍ତାରେ ମାଓବାଦୀମାନେ ବ୍ୟାନର ଲଗାଇଛନ୍ତି। ଦୁର୍ଗମ ଅଞ୍ଚଳରେ ଏହି ବ୍ୟାନର ଦେଖାଯାଇଥିବାରୁ ଲୋକେ...

କରୋନା ପାଇଁ ସାମାଜିକ ଦୂରତା: ଦୀକ୍ଷାନ୍ତ ସମାରୋହରେ ଡିଗ୍ରୀ ପ୍ରମାଣପତ୍ର ଗ୍ରହଣ କଲା ରୋବୋ

ଟୋକିଓ,୫ ।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି । ଏଥିରୁ ସୁରକ୍ଷିତ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ...

ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ...

ଲକ୍‌ଡାଉନ୍‌ ଦୁଃଖ: ବିପଦରେ ୩୦୦ ପେଟ୍‌ ଶପ୍‌ରେ ଥିବା ଜୀବଜନ୍ତୁ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା କଟକଣାରେ ସମସ୍ତ ଜୀବଜଗତ ପ୍ରଭାବିତ। ଏଭଳିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦିଆଯିବାକୁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି। ତେବେ ବୁଲା...

ଜୁଲାଇ ୩୧ ପର୍ଯ୍ୟନ୍ତ ୪ ଭବନକୁ ମନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ମଧ୍ୟରେ ୩ଗୁଣ ବୃଦ୍ଧି ପାଇ ପାଖାପାଖି ୮ ହଜାରରେ ପହଞ୍ଚିଲାଣି। ସରକାରୀ କାର୍ଯ୍ୟାଳୟରେ ଯେପରି ସଂକ୍ରମଣ ନ...

୨୫ରୁ ବିଧାନସଭା ମୌସୁମୀ ଅଧିବେଶନ : ୨୪ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ତଥା ମୌସୁମୀ ଅଧିବେଶନ ଚଳିତ ମାସ ୨୫ରୁ ଆରମ୍ଭ ହେବାକୁ ଯାଉଛି। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ୨୪ରେ...

Coronavirus Update


Archives

Model This Week

Why Dharitri