ବିଜେଡି ହରତାଳକୁ ନେଇ ପୁଣି ମୁହଁ ଖୋଲିଲେ ମୃତ ବଳଙ୍ଗା ଯୁବତୀଙ୍କ ବାପା, କହିଲେ ମୋ’ ଝିଅ ତ ରହିଲାନି ଆମେ…

ବଳଙ୍ଗା,୭ା୮: ପୁରୀରେ ବିଜେଡିର ହରତାଳକୁ ନେଇ ମୃତ ବଳଙ୍ଗା ଯୁବତୀଙ୍କ ବାପା ପୁଣି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେ ବହୁତ ଦୁଃଖରେ ଅଛୁ, ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ। ମୋ’ ଝିଅ ତ ରହିଲାନି, ଆମେ କାହାକୁ ଦୋଷ ଦେବାକୁ ଚାହୁଁନୁ। ଏଥିରେ ଆଉ ରାଜନୀତି ନ କରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ ବୋଲି ପୁଣି ଅନୁରୋଧ କରିଛନ୍ତି ମୃତ ବଳଙ୍ଗା ଯୁବତୀଙ୍କ ବାପା।

ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା। ପରେ ଜୀବନ ଯୁଦ୍ଧରେ ହାରିଯାଇଥିଲେ ପୀଡ଼ିତା ଜଣକ।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମଓ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ ଅପରେଶନ ମୋଡ୍ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri