Posted inଜାତୀୟ

‘ସେ କିଏ, କାହିଁକି ମୋ ଦେଶର ସମସ୍ୟାରେ ମୁଣ୍ଡ ଖେଳାଉଛନ୍ତି’

ବାଙ୍ଗାଲୁରୁ,୬।୪: ‘ଆମେ ତାଙ୍କୁ ଜାଣିନୁ ସେ କିଏ ଏବଂ କାହିଁକି ସେ ଆମ ଦେଶର ସମସ୍ୟାରେ ମୁଣ୍ଡ ଖେଳାଉଛନ୍ତି’। କର୍ନାଟକ ହିଜାବ ପ୍ରସଙ୍ଗରେ ଅଲ କାଏଦା ମୁଖ୍ୟ ଅୟମାନ ଅଲ ଜାଓ୍ବାହିରିଙ୍କ ବିବୃତି ଉପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ମୁସ୍କାନ ଖାନଙ୍କ ବାପା ମହମ୍ମଦ ହୁସେନ।

ଅଲ କାଏଦା ମାଉଥପିସ ଆସ ସାହାବ ପକ୍ଷରୁ ମଙ୍ଗଳବାର ଏକ ଭିଡିଓ ରିଲିଜ କରାଯାଇଛି। ଭିଡିଓରେ ମୁସ୍କାନ ଖାନଙ୍କୁ ପ୍ରଶଂସା କରାଯାଇଛି, ଯିଏକି ଗତ ଫେବୃୟାରୀରେ ସାଫ୍ରନ ପିନ୍ଧିଥିବା ଗ୍ରୁପ୍‌ ଦ୍ୱାରା ଘେରି ହେବା ପରେ ଆଲା-ହୁ-ଅକବର ସ୍ଲୋଗାନ ଦେଇ ଚର୍ଚ୍ଚାକୁ ଆସିଥିଲେ।

ରମଜାନ ମାସରେ ରୋଜା ରଖୁଥିବା ହୁସେନ କହିଛନ୍ତି, ବୁଧବାର ଅପରାହ୍ନରେ ଘଟଣା ସମ୍ପର୍କରେ ଜାଣିବାକୁ ପାଇଥିଲେ। “ମୁଁ ତାଙ୍କୁ ଜାଣିନାହିଁ ଏବଂ ମୋ ଝିଅର ନାମ ନେଇ ସେ ଭୁଲ କରିଛନ୍ତି। ମୁଁ ମୋ ଦେଶରେ ଖୁସି ଅଛି। ଆମ ଦେଶର ସମସ୍ୟା ଉପରେ କହିବା ପାଇଁ ଆମକୁ ଅଲ କାଏଦା ଦରକାର ନାହିଁ। ସେମାନେ ଆମ ଶାନ୍ତି ଭଙ୍ଗ କରୁଛନ୍ତି” ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri