Posted inଫୁରସତ

ବାପା ହେବ ତ ଏମିତି, ବାଇକ୍‌ରେ ପୁଅକୁ ଥଣ୍ଡା ଲାଗିବାରୁ ଏପରି କଲେ ବ୍ୟକ୍ତି, ଭିଡିଓ ଭାଇରାଲ

ମାଆର ମମତା ପରି ବାପାଙ୍କ ସ୍ନେହ ଅନାବିଳ ହୋଇଥାଏ। ଯାହା ଅୃଶ୍ୟରେ ଛାଇ ପରି ଶିଶୁର ଆଖପାଖରେ ବୁଲୁଥାଏ। ୧୦ମାସ ଗର୍ଭକଷ୍ଟ ନ ସହିଥାଏ ସତ ହେଲେ ହେଲେ ତାଙ୍କର ଭଲପାଇବା ଆଗରେ ସାରା ଦୁନିଆର ଶକ୍ତି ବି ହାର୍‌ ମାନିଥାଏ। ନିକଟରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖି ଆପଣଙ୍କ ହୃଦୟ ବି ତରଳି ଉଠିବ।

ଦେଶର ସବୁ ରାଜ୍ୟରେ ଏବେ ବାଘଜାଡ ଭଳି ଥଣ୍ଡା ଅନୁଭୂତ ହେଉଥିବାବେଳେ ବାହାରକୁ ବାହାରିବା ମୁସ୍କିଲ ହୋଇପଡିଛି। ଏହି ସମୟରେ ବିଳମ୍ବିତ ରାତିରେ ଜଣେ ଲୋକ ବାଇକ୍‌ ଡ୍ରାଇଭିଂ କରି ଯାତ୍ରା କରୁଛି। ବ୍ୟକ୍ତିଙ୍କ ପଛ ସିଟ୍‌ରେ ତାଙ୍କର ପୁଅ ବସିଥିବା ଅନୁମାନ କରାଯାଉଛି। ବାଇକ୍‌ରେ ଯାତ୍ରା କଲାବେଳେ ଜୋରରେ ପବନ ଯୋଗୁ ଶୀତ ପଡୁଥିବାରୁ ବ୍ୟକ୍ତିଜଣକ ଏକ ଗାମୁଛା ଘୋଡି ହୋଇଛନ୍ତି। ପଛରେ ତାଙ୍କର କୁନିପୁଅଟି ବସିଛି। ସେଇ ଗାମୁଛାରେ ତାକୁ ଘୋଡାଇ ରଖି କାଳେ ଗାମୁଛା ଉଡିଯିବ ତେଣୁ ଗୋଟିଏ ହାତରେ ବାଇକ୍‌ ଚଲାଇ ଆର ହାତକୁ ପଛରେ କୁନିପୁଅକୁ ଧରି ରଖିଛନ୍ତି। ଭିଡିଓଟିକୁ ଦେଖି ୟୁଜର୍ସ ଭାବବିହ୍ବଳିତ ହେବା ସହ ଭିଡିଓଟିକୁ ଖୁବ୍‌ ଭଲପାଇବା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri